ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟକୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମବଙ୍ଗ ବେପାରୀ ଓଡ଼ିଶାକୁ ଆଳୁ ଦେବେ ନାହିଁ ବୋଲି ମନା କରିବା ପରେ ରାଜ୍ୟରେ ପୁଣି ଦେଖାଦେବ ଆଳୁ ସଙ୍କଟ । ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡାଙ୍କ ସୂଚନା ପରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା ଆସିଛି ।
ମନ୍ତ୍ରୀ…