ଆସନ୍ତାକାଲିଠୁ ବିଧାନସଭା, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ଭୁବନେଶ୍ଵର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ…