ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ, ଜେଏମଏମ୍ ଛାଡ଼ି ବିଜେପିରେ ଯୋଗ ଦେବେ କି ଚମ୍ପାଇ ସୋରେନ୍ ?
ଝାଡଖଣ୍ଡ: ବିଧାନସଭା ନିର୍ବାଚନ ଆଗରୁ ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଲାଗିପାରେ ବଡ଼ ଝଟକା। ଝାଡଖଣ୍ଡ (ମୁକ୍ତିମୋର୍ଚ୍ଚା )ଜେଏମଏମ୍ର ବରିଷ୍ଠ ନେତା ଚମ୍ପାଇ ସୋରେନ୍ ବିଜେପିରେ ମିଶିପାରନ୍ତି ବୋଲି କୁହାଯାଉଛି। ବିଦ୍ରୋହ ମୁଡରେ ଥିବା ଚମ୍ପାଇ…