Latest Odisha News

BREAKING NEWS

ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ

ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସଦସ୍ୟତା ଅଭିଯାନ…

ଲାଇଭ ରିପୋର୍ଟିଂ ଛାଡି ପାଣିକୁ ଡେଇଁଲେ, ବଞ୍ଚାଇଲେ ମହିଳାଙ୍କ ଜୀବନ

ଆଟଲାଣ୍ଟା: ଫକ୍ସ ୱେର୍ଡ ପାଣିପାଗ ବିଜ୍ଞାନୀ ବବ ୱାନ ଡିଲେନ ଆଟଲାଣ୍ଟା ବନ୍ୟା ସ୍ଥିତିକୁ ନେଇ ଏକ ଲାଇଭ ରିପୋର୍ଟ ସମୟରେ ଘଟିଯାଇଛି ଏଭଳି ଘଟଣା। ହରିକେନ ଯୋଗୁଁ ସୃଷ୍ଟି ହୋଇଥିବା ପାଣିରେ ଜଣେ ମହିଳା କାର ମଧ୍ୟରେ ଫସି ରହିଥିବା ବେଳେ ତାଙ୍କୁ ସାହାଯ୍ୟ କରିବା ପାଇଁ ଲାଇଭ ରିପୋର୍ଟିଂ…

କର୍ମଫଳ ଭୋଗୁଛି ପାକିସ୍ତାନ; ଜାତିସଂଘରେ ବର୍ଷିଲେ ଜୟଶଙ୍କର

ନୂଆଦିଲ୍ଲୀ: ଜାତିସଂଘରେ ଶେହବାଜ ସରିଫ ଭାରତ ବିରୁଦ୍ଧରେ ବିଷ ଉଗାରିବା ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନକୁ କଡା ନିନ୍ଦା କରିଛନ୍ତି। ନ୍ୟୁୟର୍କରେ ୭୯ତମ ଜାତିସଂଘ ସାଧାରଣ ପରିଷଦ ବୈଠକକୁ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି ଯେ ଅନ୍ୟର ଜମି ଉପରେ ଅଧିକାର…

ଏୟାର ଇଣ୍ଡିଆର ଖାଦ୍ୟରେ ଅସରପା; ଯାତ୍ରୀ ଅସୁସ୍ଥ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଖାଦ୍ୟରେ ଅସରପା। ଦିଲ୍ଲୀରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଦୁଇ ବର୍ଷର ପୁଅ ସହିତ ଯାତ୍ରା କରୁଥିଲେ ଜଣେ ମହିଳା। ବିମାନ ପକ୍ଷରୁ ଦିଆଯାଇଥିବା ଓମଲେଟରେ ଅସରପା ମିଳିଥିବା ସେ ଅଭିଯୋଗ କରିଛନ୍ତି। ଯାତ୍ରୀ ସୁୟେଶା ସାଭନ୍ତ ଓମଲେଟରେ ଅସରପା ଥିବା…

‘୨୪ ବର୍ଷରେ ବିକାଶ ନାଁରେ ବିନାଶ କରିଛି ବିଜେଡି’-ମୁଖ୍ୟମନ୍ତ୍ରୀ

ଯାଜପୁର: ‘ବିକାଶ ନାଁରେ ଓଡିଶାର ବିନାଶ କରିଛି ବିଜେଡି । ଓଡିଶାକୁ ଲୁଟିଛି । ଯାଜପୁରକୁ ବହୁ ପଛକୁ ନେଇଯାଇଛି ।’ ଆଜି ଯାଜପୁର ବଡଚଣାରେ ବିଜେଡି ପ୍ରତି ସ୍ବର ଶାଣିତ କରି କିଛି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ…

ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ, ସୁଯୋଗ ପାଇବେ ବରିଷ୍ଠ ଅବସରପ୍ରାପ୍ତ ଅଧିକାରୀ

ଭୁବନେଶ୍ବର: ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ । ବରିଷ୍ଠ ତଥା ଅବସରପ୍ରାପ୍ତ ଅଧିକାରୀଙ୍କୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସାମଲ କହିଛନ୍ତି, ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ବୋର୍ଡ ଏବଂ ନିଗମ…

ମନ୍ କି ବାତ: ଏଇ ପାର୍ବଣରେ ମେଡ ଇନ ଇଣ୍ଡିଆ ଜିନିଷ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'ମନ୍ କି ବାତ୍' କାର୍ଯ୍ୟକ୍ରମର ୧୧୪ତମ ସଂସ୍କରଣରେ ଦେଶବସୀଙ୍କୁ ସମ୍ବୋଧନ କରିଛନ୍ତି । ଏହି ଧାରାବାହିକର ୧୦ ବର୍ଷ ପୂରଣ ହେବା ନେଇ ଦେଶର ଜନସାଧାରଣ ତଥା ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି ମୋଦୀ । ମୋଦୀ କହିଛନ୍ତି ଏହି ‘ମନ୍ କି ବାତ୍’ର…

ଥାନାକୁ ଆସିଲା କଲ୍… ‘ଏକୁଟିଆ ଝିଅ, ସାହାଯ୍ୟ ଦରକାର’, ତା ପରେ ପୋଲିସ୍ ପହଞ୍ଚି ଯାହା ଦେଖିଲା…..

ଆଗ୍ରା: ବର୍ତ୍ତମାନ ସ୍ଥିତିରେ ଯେଉଁଭଳି ଭାବେ ମହିଳାଟି ଅସୁରକ୍ଷିତ ହୋଇଯାଇଛି, ସେନେଇ ବିଭିନ୍ନ ରାଜ୍ୟରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ହେଲପ୍ ଡେକ୍ସ ପ୍ରସ୍ତୁତ କରାଯାଇ ହେଲପଲାଇନ୍ ନମ୍ବର ଜାରି କରାଯାଇଛି । ଏଥିପାଇଁ ସ୍ବତନ୍ତ୍ର ଟିମ୍ ମଧ୍ୟ ମୁତୟନ କରାଯାଇଛି । ଯିଏବି ଏହି ନମ୍ବରରେ କଲ୍…

ମନ କି ବାତ୍‌: ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦୀ

ଭୁବନେଶ୍ଵର: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥ ତମ ମନ କି ବାତ୍‌ । ଆଜିର ରେଡିଓ କାର୍ଯ୍ୟକ୍ରମରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।…

ବୈଜ୍ଞାନିକଙ୍କ ବଡ ଖୁଲାସା, ୨୦୦ ବର୍ଷରେ ଶେଷ ହୋଇଯିବ ଆଣ୍ଟାର୍କଟିକାର ଗ୍ଲେସିଅର

ନୂଆଦିଲ୍ଲୀ: ଏପରି କିଛି ଜିନିଷ ଅଛି ଯାହା ମଣିଷକୁ ସୂର୍ଯ୍ୟଙ୍କର ପ୍ରଖର ଉତ୍ତାପରୁ ରକ୍ଷା କରିଥାଏ । ସେଥିମଧ୍ୟରୁ ଗୋଟିଏ ହେଉଛି ଆଣ୍ଟାର୍କଟିକାର ଗ୍ଲେସିଅର । ଏହା ପୃଥିବୀ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । କିନ୍ତୁ ନିକଟରେ ବୈଜ୍ଞାନିକଙ୍କ ଅଧ୍ୟୟନରେ ଏକ…