ପୁଣି ରାସନରେ ମିଳିବ ଚାଉଳ ସାଙ୍ଗକୁ ଗହମ
ଭୁବନେଶ୍ବର: ଏଣିକି ରାସନ କାର୍ଡ ହିତାଧିକାରୀମାନେ ପୁଣି ପାଇବେ ଗହମ । ରାସନକାର୍ଡରେ ଚାଉଳ ସହ ପୁଣି ଗହମ ମିଳିବ ବୋଲି କହି ବଡ ଘୋଷଣା କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଏନେଇ ମନ୍ତ୍ରୀ କହିଛନ୍ତି, ପୁଣି ରାସନରେ ଗହମ ମିଳିବ । ଏଥିପାଇଁ କେନ୍ଦ୍ର ଖାଉଟି କଲ୍ୟାଣ…