ଆସିଲା ଦୀପାବଳି ଗାଇଡଲାଇନ: ମାତ୍ର ୨ ଘଣ୍ଟା ଫୁଟିବ ବାଣ
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ସଭିଏ ଆନନ୍ଦ ଉଲ୍ଲାସର ସହ ପାଳିବେ ଦୀପାବଳି। ପାଖେଇ ଆସିଲାଣି ଆଲୋକର ପର୍ବ ଦୀପାବଳି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି। ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ…