Latest Odisha News

BREAKING NEWS

ହିନ୍ଦୁ ଜାଗରଣ ମଞ୍ଚ ପକ୍ଷକୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ, ଜାଣନ୍ତୁ କାହିଁକି..

ମାଲକାନଗିରି: ଆଜି ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ। ବନ୍ଦ ଡାକରା ଦେଇଛି ମାଲକାନଗିରି ହିନ୍ଦୁ ଜାଗରଣ ମଞ୍ଚ। ବାଂଲାଦେଶୀ ମୁସଲିମ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ପ୍ରତିବାଦ କରି ବନ୍ଦ ଡକରା ଦିଆଯାଇଛି। ଆଜି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ…

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ବାବୁ, ଚାଲିଛି ରେଡ଼୍

କେନ୍ଦ୍ରାପଡ଼ା: ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ । ଅତିରିକ୍ତ ଯୋଗାଣ…

ଗିରଫ ହେବ ଆଉ ଏକ ଜାହାଜ, ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ପାରାଦୀପ: ଆ‌ଉ ଏକ ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। MV ୱାଡି ଆଲବୋଷ୍ଟନ ନାମକ ଇଜିପ୍ଟ ଫ୍ଲାଗସିପ୍‌କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ହାଇକୋର୍ଟଙ୍କ ପରବର୍ତ୍ତୀ ଆଦେଶ ନ ମିଳିବା ପର୍ଯ୍ୟନ୍ତ ପାରାଦୀପ ଛାଡ଼ିପାରିବନି ଜାହାଜ। ଏଥିପାଇଁ କୁଜଙ୍ଗ ସବ୍‌ଜଜ୍‌ଙ୍କୁ…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: କାଲିଠୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ

କୋଲକାତା: କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ସେହିପରି ଆସନ୍ତାକାଲିଠୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଶନିବାର…

ଇସ୍ରୋର କାଉଣ୍ଟ ଡାଉନ ଆରମ୍ଭ, ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ ଇଓଏସ-୦୮

ଅମରାବତୀ: ଆକାଶ ଗବେଷଣା କ୍ଷେତ୍ରରେ ଇସ୍ରୋ ରଚିବ ଇତିହାସ। ଆଜି ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ ଇଓଏସ-୦୮ (EOS-08)। ଶ୍ରୀହରିକଟୋରୁ ସକାଳ ୮ଟା ୫୦ରେ ହେବ ଲଞ୍ଚିଂ। ପରିବେଶ ପାଣିପାଗ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ହେବ ସହାୟକ। ISRO ଆଜି (ଶୁକ୍ରବାର)ସକାଳେ…

ଆସୁଛି ଆଉ ଏକ ଲଘୁଚାପ, ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ବାଙ୍ଗଲାଦେଶ ଓ ପାଶ୍ୱବର୍ତୀ ଅଂଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆଜି ନେବ ଲଘୁଚାପର ରୂପ । ଗାଙ୍ଗଟିକ ୱେଷ୍ଟ ବେଙ୍ଗଲଠାରେ ନେଇପାରେ ଲଘୁଚାପର ରୂପ । ଏହା ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ ମଧ୍ୟ ସକ୍ରିୟ ରହିଛି । ପ୍ରଭାବରେ ୧୯ ତାରିଖ ଯାଏ…

ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବିଜେଡିର ବର୍ଜନ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ନୂଆ ବିଧାୟକଙ୍କଚ ଦିଆଯିବାକୁ ଥିବା ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ୟକ୍ରମକୁ ବର୍ଜନ କରିଛି ବିଜେଡି । ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେବନି ବୋଲି ସ୍ପଷ୍ଟ କରିଛି ଦଳ । ଏ ସମ୍ପର୍କରେ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି…

ବିଡିଓ ଦାୟିତ୍ୱ ତୁଲାଇବେ ୨୦୨୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ୮ ଆଇଏଏସ୍ ଅଫିସର

ଭୁବନେଶ୍ବର: ୮ ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ବ୍ଲକର ବିଡ଼ିଓ ଭାବେ ଅବସ୍ଥାପିତ କଲେ ରାଜ୍ୟ ସରକାର । ଏହି ସମସ୍ତ ଆଇଏଏସ୍ ଅଫିସର ୨୦୨୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର । ସମ୍ପୃକ୍ତ ବ୍ଲକରେ ଥିବା ବିଡିଓମାନଙ୍କୁ ସେହି ଜିଲ୍ଲାର ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ବଦଳି ହୋଇଛି । ଏନେଇ ରାଜ୍ୟ…

ଅଗ୍ନି କ୍ଷେପଣାସ୍ତ୍ରର ଜନକ ରାମ ନାରାୟଣ ଅଗ୍ରୱାଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଅଗ୍ନି କ୍ଷେପଣାସ୍ତ୍ରର ଜନକ ତଥା DRDO କ୍ଷେପଣାସ୍ତ୍ର ବୈଜ୍ଞାନିକ ରାମ ନାରାୟଣ ଅଗ୍ରୱାଲଙ୍କ ଦେହାନ୍ତ ହୋଇଛି। ବିଶ୍ୱର ଅନ୍ୟତମ ଶକ୍ତିଶାଳୀ କ୍ଷେପଣାସ୍ତ୍ର ମଧ୍ୟରୁ ଭାରତର ଅଗ୍ନି କ୍ଷେପଣାସ୍ତ୍ର ଅନ୍ୟତମ। DRDO ଅଧିକାରୀଙ୍କ ଅନୁଯାୟୀ, ରାମ ନାରାୟଣ ଅଗ୍ରୱାଲ ୮୪ ବର୍ଷ…

ଭାଇରାଲ ହେଉଛି ଭିନେଶଙ୍କ ଭାବପ୍ରବଣ ପୋଷ୍ଟ

ନୂଆଦିଲ୍ଲୀ: ଭାରତର ଷ୍ଟାର ମହିଳା ରେସଲର ଭିନେଶ ଫୋଗଟଙ୍କ ଆବେଦନ ସିଏଏସରେ ଖାରଜ ହେବା ପରେ ଗୁରୁବାର ସେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରିଛନ୍ତି । ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଭିନେଶ ତାଙ୍କ ପୋଷ୍ଟରେ ମ୍ୟାଟ ଉପରେ କାନ୍ଦୁଥିବା ଫଟୋ ଛାଡିବା ସହ ବ୍ୟାକଗ୍ରାଉଣ୍ଡରେ ଗାୟକ ବି…