ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ; ଅଲଗା ହେବ +୨ ଓ + ୩ ମହାବିଦ୍ୟାଳୟ
ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି।
ଉଚ୍ଚଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ +୨ ଓ +୩…