ଦଶମ ଶ୍ରେଣୀ ଛାତ୍ରକୁ ପିଟିପିଟି ମାରିଦେଲେ ମାଓବାଦୀ
ସୁକମା: ପୁଣି ତେଜିଲେଣି ମାଓବାଦୀ । ନିର୍ମମ ଭାବେ ପିଟିପିଟି ନେଇଗଲେ ଜଣେ ୧୬ ବର୍ଷର ଛାତ୍ରର ଜୀବନ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଛତିଶଗଡ଼ ସୁକମା ଜିଲ୍ଲାରେ । ତେବେ କିଛି ଦିନ ହେବ ଓଡିଶା ଓ ଛତିଶଗଡ ସୀମାରେ ମାଓ କାର୍ଯ୍ୟକଳାପ କିଛି ଟା ଥିମିଥିବା ଭିତରେ ପୁଣି ବର୍ବରକାଣ୍ଡ…