ଏସସି/ଏସଟି ବିଭାଗ ଅଧୀନରେ ଥିବା ୧୪ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରିବେ ସରକାର
ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧୀନରେ ଥିବା ୧୪ଟି ହାଇସ୍କୁଲକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ଲୋକସେବା ଭବନରେ ବିଭାଗୀୟ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…