ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ‘ଅଭିଯୁକ୍ତକୁ କଠୋର ଶାସ୍ତି ମିଳୁ’
ନୂଆଦିଲ୍ଲୀ: କୋଲକତା ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାକୁ ନେଇ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଏନେଇ ଫେଡେରେସନ ଅଫ ଅଲ୍ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି ।
ଏହାରି ଭିତରେ…