ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ଆଜିଠୁ ଦେଶବ୍ୟାପୀ ଓପିଡି ସେବା ବନ୍ଦ ଡାକରା
କୋଲକାତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ଫେଡେରେସନ ଅଫ ଅଲ ଇଣ୍ଡିଆ ମେଡିକାଲ ଆସୋସିଏସନ (FAIMA) ଦେଶବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି। ପ୍ରତିବାଦରେ ଆଜିଠୁ ଦେଶବ୍ୟାପୀ ଓପିଡି ସେବା…