ତିରୁମାଲା ମନ୍ଦିରରେ ଶୁଦ୍ଧିକରଣ
ତିରୁମାଲା: ତିରୁପତି ବାଲାଜି ମନ୍ଦିରର ଲଡୁ ପ୍ରସାଦରେ ପଶୁ ଚର୍ବି ଓ ମାଛ ତେଲ ମିଶ୍ରିତ ହେଉଥିବା ସ୍ପଷ୍ଟ ହେବା ପରେ ଜାରି ରହିଛି ବିବାଦ। ଏହାରି ମଧ୍ୟରେ ତିରୁପତି ବାଲାଜି ମନ୍ଦିରର ଶୁଦ୍ଧିକରଣ କରାଯାଉଛି।
ମନ୍ଦିରର ଶୁଦ୍ଧିକରଣ ଓ ଶାନ୍ତି ପାଇଁ ଏହି ହୋମ ଯଜ୍ଞ କରାଯାଉଛି।…