ବିଆରଏସ ନେତ୍ରୀ କେ. କବିତାଙ୍କ ଜାମିନ ଆବେଦନର ହେବ ଶୁଣାଣି
ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ. କବିତାଙ୍କ ଜାମିନ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ। କବିତାଙ୍କୁ ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ସେ ସର୍ବୋଚ୍ଚ ଅଦାଲତକୁ ଯାଇଥିଲେ । ଗତ ଜୁଲାଇ ୧ ତାରିଖରେ ଦିଲ୍ଲୀ ହାଇକୋର୍ଟ କବିତାଙ୍କ…