ବାୟୁସେନାର ନୂଆ ମୁଖିଆ ହେଲେ ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ
ନୂଆଦିଲ୍ଲୀ: ବାୟୁସେନାର ନୂଆ ମୁଖ୍ୟ ଅମର ପ୍ରିତ୍ ସିଂହ । ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ ବାୟୁସେନାର ପରବର୍ତ୍ତୀ ମୁଖିଆ ହେବେ । ଏବେ ସେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ଆସନ୍ତା ସେପ୍ଟେମ୍ବର ୩୦ରେ ଅମର ପ୍ରିତ୍ ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ ।…