Latest Odisha News

BREAKING NEWS

ମୋଦି ସରକାରଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଲେ ଶେଖ ହସିନାଙ୍କ ପୁଅ, ମା’ଙ୍କୁ ନେଇ କହିଲେ ଏପରି କଥା

ନୂଆଦିଲ୍ଲୀ: ଭାରତର ପ୍ରଶଂସା କରିଛନ୍ତି ଶେଖ ହସିନାଙ୍କ ପୁଅ । ଆମେରିକାର ୱାଶିଂଟନ୍ ଡିସିରୁ ଏକ ଭିଡିଓ ଜାରି କରି ସାଜୀବ ୱାଜେଦ ଆନନ୍ଦ କହିଛନ୍ତି ଯେ, 'ମୋର ଭାରତ ସରକାରଙ୍କୁ କୃତଜ୍ଞତା ଜଣାଉଛି । ତୁରନ୍ତ ପଦକ୍ଷେପ ନେଇ ମୋ ମାଆଙ୍କ ଜୀବନ ରକ୍ଷା କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବଲ୍ଲେ ବଲ୍ଲେ ଢ଼ାବା ପ୍ରସଙ୍ଗ; ହାଇକୋର୍ଟରୁ ମାମଲା ପ୍ରତ୍ୟାହାର କଲେ ଏଲିନା ଦାଶ

କଟକ: ଯାଜପୁର ‘ବଲ୍ଲେ ବଲ୍ଲେ ଢ଼ାବା’କୁ ନେଇ ଏଲିନାଙ୍କ ମାମଲା ପ୍ରସଙ୍ଗ । ହାଇକୋର୍ଟରୁ ମାମଲା ପ୍ରତ୍ୟାହାର କଲେ ବିଜେଡି ନେତ୍ରୀ ଏଲିନା ଦାଶ । ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ହାଇକୋର୍ଟର ଦ୍ବାରସ୍ତ ହୋଇଥିଲେ ଏଲିନା ଦାଶ । ଗଣମାଧ୍ୟମର ତାଙ୍କ ନାଁକୁ ନେଇ ଚର୍ଚ୍ଚା…

ଘରଡିହ ନଥିବା ପରିବାରକୁ ସରକାର ଦେବେ ପଟ୍ଟା

ଭୁବନେଶ୍ବର: ଘରଡିହ ନଥିବା ପରିବାରଙ୍କୁ ସରକାର ଦେବେ ଘରଡିହ ପଟ୍ଟା । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ହିତାଧିକାରୀ ଚୟନ କରାଯାଇ ସରକାର ପଟ୍ଟା ବଣ୍ଟନ କରିବେ। ଖୁବ୍ ଶୀଘ୍ର ସର୍ଭେ କାର୍ଯ୍ୟ ଶେଷ କରିବା ପରେ ଯୋଗ୍ୟ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ…

ଜେଲରୁ ବାହାରିବା ପରେ ସ୍ତ୍ରୀଙ୍କ ସହ ସକାଳୁ ଚା’ ପିଇବାର ଫଟୋ ପୋଷ୍ଟ କଲେ ସିସୋଦିଆ, ଲେଖିଲେ ଏମିତି କିଛି

ନୂଆଦିଲ୍ଲୀ: ଶୁକ୍ରବାର ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ମନୀଷ ସିସୋଦିଆ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ୧୭ ମାସ ପରେ ଜେଲ୍ ରୁ ବାହାରିଛନ୍ତି । ଏନେଇ ଆଜି ସକାଳୁ ପତ୍ନୀଙ୍କ ସହ ଚା' ପିଉଥିବାର ଫଟୋ ପୋଷ୍ଟ ସୋସିଆଲ ମିଡିଆରେ ସେୟାର କରିଛନ୍ତି ସିସୋଦିଆ…

ମୋଦିଙ୍କୁ ରାହୁଲଙ୍କ ପ୍ରଶଂସା, କହିଲେ ‘ଧନ୍ୟବାଦ ମୋଦି ଜି’

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ମୋଦି କେରଳ ଓ୍ବାୟନାଡ ଗସ୍ତରେ ଯାଇ ସେଠିକାର ପ୍ରଳୟର ସ୍ଥିତି ଅନୁଧ୍ୟାନ କରିବେ । ଯାହାକୁ ନେଇ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦି ଏଭଳି ନିଷ୍ପତ୍ତି ନେଇ ଏକ ଭଲ ପଦକ୍ଷେପ ନେଇଛନ୍ତି ବୋଲି ରାହୁଲ…

ନାବାଳିକା ଅସଦାଚରଣ ମାମଲାରେ ୮ ବର୍ଷ ପରେ ଆସିଲା ରାୟ: ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଏକ ୧୩ ବର୍ଷୀୟା ନାବାଳିକାକୁ ଅସଦାଚରଣ ମାମଲାର ଆସିଲା ରାୟ । ଦାରିଙ୍ଗବାଡ଼ି ଥାନା ଦଳବାଡି ଅଞ୍ଚଳର ମୁକେଶ କୁମାର ନାୟକ (୩୮)କୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ଫୁଲବାଣୀ ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟର ବିଚାରପତି…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ…

ଆଜି ଓ୍ବାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ: ଆଜି କେରଳ ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୁସ୍ଖଳନ ଦ୍ବାରା ହୋଇଥିବା କ୍ଷୟକ୍ଷତିର କରିବେ ସମୀକ୍ଷା । ଏହା ସହ ରିଲିଫ କ୍ୟାମ୍ପ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ଭେଟିବା ବ୍ୟତୀତ…

ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା: କ୍ର୍ୟୁ ସଦସ୍ୟଙ୍କ ସହ ଥିଲେ ୬୨ ଜଣ, ତଳେ ପଡ଼ିବାରେ ଜଳୁଛି ହୁତୁ ହୁତୁ

ନୂଆଦିଲ୍ଲୀ: ବ୍ରାଜିଲର ସାଓ ପାଓଲୋରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ୬୨ ଜଣ ଯାତ୍ରୀ ଥିଲେ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଘଟଣାର ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ ଏହି ବିମାନ ଆକାଶରୁ ତଳକୁ ଖସି ଆସୁଛି ଏବଂ ଧକ୍କା ହୋଇ…

ରମାଦେବୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ପାଇଁ କର୍ମଶାଳା

ଭୁବନେଶ୍ୱର: ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟ ପକ୍ଷରୁ ସୁସ୍ଥ ରହିବା ପାଇଁ ପ୍ରୋତ୍ସାହନ ନିମନ୍ତେ ଆୟୋଜିତ ପାଞ୍ଚ ଦିନିଆ କର୍ମଶାଳା ଶୁକ୍ରବାର ଶେଷ ହୋଇଛି। ଅଗଷ୍ଟ ୫ ତାରିଖରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆରଡିଡବ୍ଲୁୟୁର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ମିଳିତ ଉଦ୍ୟମରେ ଏହି…