Latest Odisha News

BREAKING NEWS

ଟିଟ୍ ଫର ଟାଟ୍ , ଆଳୁ ନେଇ ପଶ୍ଚିମବଙ୍ଗ ଉପରେ ତାତିଲା ଓଡିଶା

କଟକ: ରାଜ୍ୟରେ ଏବେ ତାତିଛି ଆଳୁ ବଜାର । କିଲୋ ପିଛା କେଉଁଠି ୪୫,୫୦ରେ ବିକ୍ରି ହେଉଥିବା ବେଳେ ଆଉ କେଉଁଠି ୬୦ ଛୁଇଁଛି । ସେପଟେ ସରକାରଙ୍କ ସମସ୍ତ ପ୍ରଚେଷ୍ଟା ପରେ ବି ପଶ୍ଚିମବଙ୍ଗ ଆଳୁ ଗାଡି ଛାଡିବାକୁ ନାରାଜ । ଗତକାଲି ଏମିତି ବି ପରିସ୍ଥିତି ଦେଖିବାକୁ ମିଳିଥିଲା ଯେ, ଓଡିଶାକୁ…

ମନୀଷ ସିସୋଦିଆଙ୍କୁ ଆଶ୍ବସ୍ତି, ୧୭ ମାସ ପରେ ମିଳିଲା ଜାମିନ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜଡିତ ମନୀଷ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି । ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ସର୍ବୋଚ୍ଚ ନ୍ୟାୟାଳୟ ସିସୋଦିଆଙ୍କୁ ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ଜାମିନ ବଣ୍ଡରେ ଜାମିନ ପ୍ରଦାନ କରିଛନ୍ତି। ଏଥିସହ…

ଧରା ପଡ଼ିଲା କୁଖ୍ୟାତ ଆତଙ୍କବାଦୀ ରିଜୱାନ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରୁ ଆଇଏସଆଇଏସ ଆତଙ୍କବାଦୀ ଗିରଫ l ଇସଲାମିକ୍‌ ଷ୍ଟେଟ୍ ଆତଙ୍କୀ ରିଜୱାନ୍ ଅଲୀକୁ ଧରିଲା ଦିଲ୍ଲୀ ପୋଲିସ l ଦିଲ୍ଲୀ-ଫରିଦାବାଦ ସୀମାରୁ ଅସ୍ତ୍ରଶସ୍ତ୍ର ସହ ଧରାପଡ଼ିଲା l ୨୦୨୩ରେ ପୋଲିସ ହେପାଜତରୁ ଖସି ପଳାଇଥିଲା ରିଜୱାନ୍ l ରିଜୱାନ୍ ଅଲୀକୁ…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ବର: ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ପଶ୍ଚିମ ଝାଡଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଅନେକ ରାଜ୍ୟରେ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହାସହିତ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏହା…

ଫୁଲୁଛିମହାନଦୀ, ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା l ଫଳରେ ଫୁଲୁଛି ମହାନଦୀ । ବର୍ତ୍ତମାନ ମୁଣ୍ଡୁଳି ଠାରେ ୫.୭୮ ଲକ୍ଷ କୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି । ସେପଟେ ମହାନଦୀର ଜଳସ୍ତର ବଢୁଥିବା ଦେଖି ୧୦ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ଏସଆରସି l ବିଶେଷକରି ତଳିଆ ଅଞ୍ଚଳ…

ବଢୁଛି ଜଳସ୍ତର, ହୀରାକୁଦ ଖୋଲିଲା ଆଉ ୬ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମର ଖୋଲିଲା ଆଉ ୬ ଗେଟ୍ । ମୋଟ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଜଳସ୍ତର । ଏହି ଦୃଷ୍ଟିରୁ ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲା ଯାଇଛି l ଗତକାଲି ପର୍ଯ୍ୟନ୍ତ ୮ଟି ଗେଟ୍ ଦେଇ ବନ୍ୟାଜଳ…

ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ନବୀନ

ଭୁବନେଶ୍ଵର: ନଭେମ୍ବରରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବସିଥିବା ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକରେ ଏନେଇ ସୂଚନା ଦେଇଛନ୍ତି ନବୀନ । ଦଳୀୟ କର୍ମୀ ଓ ତୃଣମୂଳ ସ୍ତରର ନେତାଙ୍କୁ ଭେଟିବେ ନବୀନ । ଏଥିପାଇଁ ନଭେମ୍ବରରୁ ବିଭିନ୍ନ ଜିଲ୍ଲା ଗସ୍ତ…

ନାଗାସାକି ଦିବସ: ମନରୁ ଲିଭିନି ମହାବିନାଶର ଭୟଙ୍କର ଚିତ୍ର

ନୂଆଦିଲ୍ଲୀ: ଚାରିଆଡେ ଧ୍ବସଂର ବିଭୀଷିକା, ଶବ ହିଁ ଶବ, ଗର୍ବ ଅହଂକାରର ଏହାଥିଲା କରୁଣ ପରିଣତି। ଜୀବନ୍ତ ମଣିଷ ପାଲଟିଯାଇଥିଲା ଶବ,ଚାରିଆଡେ ଶୁଭୁଥିଲା ବୁକୁଫଟା ଚିତ୍କାର, ଇତିହାସ ପୃଷ୍ଠାରେ ଆଜିର ଦିନ ପାଲଟିଯାଇଥିଲା କଳାଦିନ। ଫ୍ୟାଟମ୍ୟାନ୍ ନାମକ ଏକ ଭୟଙ୍କର ପରମାଣୁ ବୋମା ବିସ୍ଫୋରଣ…

ପ୍ୟାରିସ ଅଲିମ୍ପିକ୍ସରେ ରୋପ୍ୟ ଜିତିଲେ ସୁନା ପୁଅ ନୀରଜ

ପ୍ୟାରିସ୍: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ। ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ଜିତିଲେ ନୀରଜ ଚୋପ୍ରା । ୮୯.୪୫ ମିଟର ଜାଭେଲିନ୍ ଫିଙ୍ଗି ରୌପ୍ୟ ଜିତିଲେ ନୀରଜ । ଅନ୍ୟପଟେ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ପାକିସ୍ତାନର ଏ. ନଦିମ ସ୍ବର୍ଣ୍ଣ ଜିତିଛନ୍ତି । ନାଦିମ ୯୨.୯୭ ମିଟର…

ପବିତ୍ର ନାଗ ପଞ୍ଚମୀ: ଜାଣନ୍ତୁ ପୂଜାର ବିଧି

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ନାଗ ପଞ୍ଚମୀ । ଶ୍ରାବଣ ମାସର ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ନାଗପଞ୍ଚମୀ ପାଳନ କରାଯାଇଥାଏ । ହିନ୍ଦୁ ମାନ୍ୟତା ଅନୁସାରେ ସାପକୁ ପୌରାଣିକ ଯୁଗରୁ ଦେବତା ରୂପରେ ପୂଜା କରାଯାଇ ଆସୁଛି । ଏଥିଲାଗି ନାଗପଞ୍ଚମୀ ଦିନ ନାଗପୂଜାର ଅଧିକ ମହତ୍ଵ ରହିଥାଏ ।ଯେଉଁମାନେ…