Latest Odisha News

BREAKING NEWS

ଓଡ଼ିଶା ଭାରତୀୟ ଶିକ୍ଷା ଓ ସଂସ୍କୃତିର ନେତୃତ୍ୱ ଦାୟିତ୍ୱ ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ସେ କହିଛନ୍ତି ଯେ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦…

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ୨୦୨୫ ମସିହା ପାଇଁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ଘୋଷଣା କରିଛି। "ଉତ୍ପାଦନ-ଚାଳିତ ଅର୍ଥନୈତିକ ଅଭିବୃଦ୍ଧିକୁ ବାଖ୍ୟା କରିଥିବାରୁ ଜୋଏଲ୍ ମୋକିର୍, ଫିଲିପ୍ ଆଗିଅନ୍ ଏବଂ ପିଟର୍ ହାୱିଟଙ୍କୁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ପ୍ରଦାନ…

ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ସୋମବାର ଦିନ କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶିକ୍ଷକ ଜଣକ ରାୟଗଡା ଜିଲ୍ଲାର ଦ୍ୱିତି ଚନ୍ଦ୍ର ସାହୁ ବୋଲି ଜଣାପଡିଛି। ଯାହାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ…

ପିନ୍ଧା ଧୋତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖମଣ୍ଡଳ ଚିତ୍ର, ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଘୋର ବିରୋଧ

ପୁରୀ: ଧୋତି ପଞ୍ଜାବୀରେ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିହ୍ନ । କିଛି ଶ୍ରଦ୍ଧାଳୁ ପୁରୀ ଶ୍ରୀମନ୍ଦିର ନିକଟରେ ଜଗନ୍ନାଥଙ୍କ ଛବି ଥିବା ଧୋତି ପଞ୍ଜାବୀ ପିନ୍ଧି ବୁଲୁଥିବାର ଦେଖିବାକୁ ମିଳିଛି । ଯାହାକୁ ଦେଖି ସେବାୟତମାନେ ଘୋର ବିରୋଧ କରିଛନ୍ତି । ଏଥିସହ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ପ୍ରବେଶ…

ରାଜଧାନୀରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ। ଭୁବନେଶ୍ବର ରେଲୱେ ଷ୍ଟେସନ ୬ନଂ ପ୍ଲାଟ୍‌ଫର୍ମ ବାହାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣରେ ଗୁରୁତର ଶିକ୍ଷକ…

ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ, ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ…

ଚମକଦାର ତ୍ୱଚା ପାଇଁ ଏହି ଫଳଗୁଡ଼ିକୁ ଖାଦ୍ୟରେ କରନ୍ତୁ ସାମିଲ …

ଭୁବନେଶ୍ବର: ଶୀତଦିନ ଆସିଗଲାଣି। ଏହି ଋତୁରେ ଅନେକ ଚର୍ମ ସମସ୍ୟା ହୋଇଥାଏ । ସାଧାରଣତଃ ଶୁଷ୍କତା,କୁଣ୍ଡେଇ ହେବା ଭଳି ସମସ୍ୟା ଦେଖାଯାଏ । କାରଣ ଥଣ୍ଡା, ଶୁଷ୍କ ପବନ ଏବଂ ଘର ଭିତରେ ଗରମ ହେବା ଦ୍ୱାରା ଚର୍ମର ଆର୍ଦ୍ରତା ନଷ୍ଟ ହୋଇଯାଏ। ଏହି ସମସ୍ୟାଗୁଡ଼ିକରୁ ରକ୍ଷା ପାଇବା ପାଇଁ ଆପଣଙ୍କ…

ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ CBI; ଯାଇଥିଲା ୪୧ ଜଣଙ୍କ ଜୀବନ

ନୂଆଦିଲ୍ଲୀ:ସୋମବାର ଦିନ ସୁପ୍ରିମକୋର୍ଟ ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟା ଘଟଣାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦଳଚକଟାରେ ୪୧ ଜଣଙ୍କ ଜୀବନ ଯାଇଥିଲା। ସିବିଆଇ ତଦନ୍ତର ତଦାରଖ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟି କରିବ।…

Jagannath Temple Closed: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା…