Latest Odisha News

BREAKING NEWS

ଏକ ସପ୍ତାହ ଭିତରେ ଶମ୍ଭୁ ବର୍ଡର ଖୋଲିବାକୁ ନିର୍ଦେଶ

ନୂଆଦିଲ୍ଲୀ: ଏକ ସପ୍ତାହ ଭିତରେ ଶମ୍ଭୁ ବର୍ଡର ଖୋଲିବାକୁ ନିର୍ଦେଶ ଦେଇଛନ୍ତି ପଞ୍ଜାବ-ହରିୟାଣା ହାଇକୋର୍ଟ। କୋର୍ଟରେ ଦାଖଲ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏକ ସପ୍ତାହ ଭିତରେ ଶମ୍ଭୁ ବର୍ଡର ଖୋଲିବାକୁ କହିଛନ୍ତି କୋର୍ଟ। କୃଷକ ଆନ୍ଦୋଳନ ୫ ମାସ ଧରି ବନ୍ଦ ହୋଇଥିବା ବେଳେ…

୨୦୧୪ ପରଠାରୁ ଲୋକୋ ପାଇଲଟଙ୍କୁ ଯୋଗାଇ ଦିଆଯାଉଛି ସାମଗ୍ରିକ ସୁବିଧା: ରେଳ ବିଭାଗ

ନୂଆଦିଲ୍ଲୀ: ଗତ ୧୦ ବର୍ଷରେ ବଦଳିଛି ଲୋକ ପାଇଲଟଙ୍କ ଅବସ୍ଥା । ୨୦୧୪ ମସିହା ପରଠାରୁ ଲୋକୋ ପାଇଲଟଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି । ଗତ ୧୦ ବର୍ଷ ମଧ୍ୟରେ ଲୋକୋମୋଟିଭ୍ ପାଇଲଟଙ୍କ କାର୍ଯ୍ୟସ୍ଥିତିରେ ବଡ଼ ଧରଣର ଉନ୍ନତି ଘଟିଛି । ୨୦୧୪…

ଭାରତର ଏହି ଆଥଲେଟମାନେ ଅଳ୍ପକେ ହାତଛଡା କରିଥିଲେ ଅଲିମ୍ପିକ ପଦକ

ପ୍ୟାରିସ ଅଲିମ୍ପିକ୍ସରେ ଭାରତର ଶ୍ରେଷ୍ଠ ପ୍ରଦର୍ଶନ କରିବ ବୋଲି କ୍ରୀଡାପ୍ରେମୀ ଆଶା ବାନ୍ଧି ବସିଛନ୍ତି । ଏହା ପୂର୍ବରୁ ଭାରତର ଅନେକ ଆଥଲେଟ ଅଳ୍ପକେ ଅଲିମ୍ପିକ୍ସ ପଦକ ସୁଯୋଗ ହାତଛଡା କରିଛନ୍ତି । ଯାହା ଫଳରେ ଦେଶର ଶ୍ରେଷ୍ଠ ଆଥଲେଟ ବିବେଚନା କରାଯାଉଥିବା ଫ୍ଲାଇଙ୍ଗ ଶିଖ ମିଲଖା ସିଂ ଓ…

ମହାନଦୀରୁ ବିରଳ ‘ବୁଧିଆ’ ମାଛ ଉଦ୍ଧାର

ସମ୍ବଲପୁର: ଜାଲରେ ପଡ଼ିଲା ଏକ ବିରାଟକାୟ ମାଛ। ସମ୍ବଲପୁରର ବୁର୍ଲାରେ ମହାନଦୀରୁ ଏହି ମାଛ ଉଦ୍ଧାର ହୋଇଛି। ଯାହାର ଓଜନ ୬୦ କେଜି ହେବ ବୋଲି ଜଣାପଡିଛି। ବୁର୍ଲା ସାଇଫନରୁ ଧରା ପଡ଼ିଥିବା ଏହି ମାଛର ନାମ ବୁଧିଆ ମାଛ ବୋଲି ସୂଚନା ମିଳିଛି। ହୀରାକୁଦ ଡ୍ୟାମ ଦକ୍ଷିଣ ପାର୍ଶ୍ଵ ତଳ ମୁଣ୍ଡରେ…

ଜାମ୍ମୁରେ ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପଛର କାରଣ

ନୂଆଦିଲ୍ଲୀ: ୩୭୦ ଧାରା ହଟିବା ପରେ ଜାମ୍ମୁ ଓ କାଶ୍ମୀରରେ ଅନେକ କିଛି ବଦଳିିଛି । ଆଗ ଅପେକ୍ଷା ଶାନ୍ତ ରହିଛି କାଶ୍ମୀର ଉପତ୍ୟକା ।  ବର୍ତ୍ତମାନ ଚିନ୍ତା କାଶ୍ମୀରକୁ ନୁହେଁ । ଜାମ୍ମୁର ପରିସ୍ଥିତିକୁ ନେଇ ଚିନ୍ତା । ଜାମ୍ମୁ କିଛି ବର୍ଷ ଧରି ଶାନ୍ତ ଥିଲା । କିନ୍ତୁ ଗତ କିଛି ଦିନ ଧରି…

ଡାକ୍ତରୀ ପଢିବା ପାଇଁ ବିଦେଶ ମୁହାଁ ଭାରତୀୟ ଛାତ୍ର   

ନୂଆଦିଲ୍ଲୀ: ଭାରତରେ ଡାକ୍ତରୀ ଶିକ୍ଷା ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି କି ? ଗୁଣାତ୍ମକ ଡାକ୍ତରୀ ଶିକ୍ଷାର ଅଭାବ ନଥିଲେ ମଧ୍ୟ ଦେଶର ଅଧିକରୁ ଅଧିକ ଛାତ୍ରଛାତ୍ରୀ ବିଦେଶକୁ ଡାକ୍ତରୀ ପଢିବା ପାଇଁ ଯିବା ଚିନ୍ତାର ବିଷୟ ନିଶ୍ଚୟ । ସରକାରୀ ତଥ୍ୟ ଅନୁସାରେ ୨୦୨୨ରେ ମୋଟ ୭ ଲକ୍ଷ ୪୦…

ଚାଲିଥିଲା ପ୍ରୋସେସନ, ବରର ବାପାଙ୍କ ଉପରେ ଚଢ଼ିଗଲା ବରଯାତ୍ରୀ ବସ୍

ନରସିଂହପୁର: ବାହାଘର ପ୍ରୋସେସନରେ ଅଘଟଣ। ପୁଅ ବାହାଘର ପ୍ରୋସେସନ୍‌ରେ ଚାଲିଗଲା ବାପାର ଜୀବନ। ପ୍ରୋସେସନ୍‌ ବେଳେ ବରଯାତ୍ରୀ ବସ୍ ଧକ୍କାରେ ବରର ବାପା ମୃତ।ନରସିଂହପୁର ଥାନା ଚତରାପଦା ଛକରେ ଚଢ଼ିଗଲା ବରଯାତ୍ରୀ ବସ୍। ସୂଚନା ଅନୁସାରେ, ବିବାହ ପାଇଁ ବରଯାତ୍ରୀ ଧରି ନରସିଂହପୁରରୁ ଯାଉଥିବା…

ହ୍ୟୁମାନ ସାଗର ବିବାଦରେ ମନୋଜ ମିଶ୍ର ଟୁଇଷ୍ଟ

ଭୁବନେଶ୍ବର: ହ୍ୟୁମାନ ସାଗର ବିବାଦରେ ନୂଆ ଟୁଇଷ୍ଟ। ଜଗନ୍ନାଥ ଭଜନକୁ ପରିହାସ କରି ଗାଇବାକୁ ନେଇ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ସୋସିଆଲ୍ ମିଡିଆରେ ବି ଉଭୟ କଣ୍ଠଶିଳ୍ପୀଙ୍କୁ ସମାଲୋଚନା କରିଛନ୍ତି ଲୋକେ । ଏପରିକି ସେମାନଙ୍କୁ ବୟକଟ୍ ଓ…

ଅଲିମ୍ପିକ୍ସର ୧୦୦ ମିଟର ସ୍ପ୍ରିଂଟ୍

ନୂଆଦିଲ୍ଲୀ: ଅଲିମ୍ପିକ ଆଥଲେଟିକ୍ସରେ ୧୦୦ ମିଟର ସ୍ପ୍ରିଂଟ୍ ଏକ ହାଇ ପ୍ରୋଫାଇଲ୍ ତଥା ଗ୍ଲାମରସ୍ ଇଭେଂଟ । ଅଲିମ୍ପିକ୍ସର ଦ୍ରୁତତମ ପୁରୁଷ ଓ ମହିଳା କିଏ ହେବ, ତାହା ଜାଣିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥାଆନ୍ତି କ୍ରୀଡାପ୍ରେମୀ । ୧୮୯୬ରେ ଆଥେନ୍ସରେ ଆୟୋଜିତ ଆଧୁନିକ ଅଲିମ୍ପିକ୍ସର ପ୍ରଥମ…

ନର୍ସଙ୍କ ଭୁଲ ଧରା ପଡି ନ ଥିଲେ ଗାଭାସ୍କର କ୍ରିକେଟର ବଦଳରେ ମାଛ ଧରୁଥାନ୍ତେ

ମୁମ୍ବାଇ: ଭାରତୀୟ କ୍ରିକେଟର ମହାନ ଖେଳାଳି ତଥା ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କରଙ୍କ ଆଜି ଜନ୍ମଦିନ । ଆସନ୍ତୁ ଜାଣିବା କିପରି ନର୍ସଙ୍କ ଭୁଲ ଯୋଗୁ ଏହି ମହାନ ବ୍ୟାଟ୍ସମ୍ୟାନ କ୍ରିକେଟର ହେବା ବଦଳରେ ମାଛ ଧରୁଥାନ୍ତି । ଗାଭାସ୍କର ତାଙ୍କ ଅଟୋବାୟୋଗ୍ରାଫି ସନୀ ଡେଜରେ ଏହି ରୋଚକ ତଥ୍ୟ ପ୍ରଦାନ…