Latest Odisha News

BREAKING NEWS

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି l ଟଙ୍କା ଫେରସ୍ତ ନେଇ…

ଆସନ୍ତା ୩ ଘଣ୍ଟା ପାଇଁ ଟୁଇନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ l ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ l ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l…

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି…

ଏସିଆନ ଚାମ୍ପିଅନସ ଟ୍ରଫିରେ ପୁଣି ଚାମ୍ପିଅନ

ନୂଆଦିଲ୍ଲୀ: ଏସିଆନ ଚାମ୍ପିଅନସ ଟ୍ରଫିରେ ଭାରତର ପୁଣି ପ୍ରାଧାନ୍ୟ । ଟାଇଟଲ ବଜାୟ ରଖିବାରେ ସଫଳ ହୋଇଛି ଭାରତୀୟ ଦଳ । ଫାଇନାଲରେ ଆୟୋଜକ ଚୀନକୁ ମାତ୍ ଦେଇ ହାସଲ କରିଛି ପଂଚମ ଟାଇଟଲ୍ । ପ୍ୟାରିସ ଅଲିମ୍ପିକ୍ସ ହକିରେ ଐତିହାସିକ ବ୍ରୋଞ୍ଜ ପଦକ ଜିତିଲା ପରେ ଭାରତୀୟ ହକି ଦଳର ଏସିଆନ…

୯ ବର୍ଷ ତଳର ‘ୟୁ ଟର୍ଣ୍ଣ’ ପାଇଁ ପୁରସ୍କାର: ଆତିଶୀଙ୍କୁ ସିଏମ୍ ଗାଦି ଦେଲେ କେଜରୀୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ । ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ନୂଆ ନେତା ନିର୍ବାଚିତ କରାଯାଇଛି । ଖୋଦ୍ କେଜରୀୱାଲ ଆତିଶୀଙ୍କ ନାଁର ପ୍ରସ୍ତାବ ରଖିଥିଲେ । ସର୍ବସମ୍ମତି କ୍ରମେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଆତିଶୀ । ସୁଷମା…

ସିବିଆଇ ଷ୍ଟାଟସ ରିପୋର୍ଟ: କାହିଁକି ଏମିତି କହିଲେ ଟପ୍ କୋର୍ଟ?

ନୂଆଦିଲ୍ଲୀ:ସୁପ୍ରିମକୋର୍ଟରେ ପୁଣି କୋଲକାତା ଆରଜି କର ହସ୍ପିଟାଲ ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ହୋଇଛି । ଏହି ମାମଲାରେ ମଙ୍ଗଳବାର ଚତୁର୍ଥ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଘଟଣାର ତଦନ୍ତ କରୁଥିବା ସିବିଆଇ ଦାଖଲ କରିଛି ନୂଆ ଷ୍ଟାଟସ ରିପୋର୍ଟ ।  ସିବିଆଇ ଷ୍ଟାଟସ…

ଭାରତରେ ପ୍ରଥମ ସୂର୍ଯ୍ୟୋଦୟ କେଉଁଠି ହୁଏ ?

ଭାରତରେ ଏଭଳି ଏକ ଗ୍ରାମ ରହିଛି ଯେଉଁଠାରେ ସକାଳ ୪ଟାରୁ ହୋଇଯାଏ ଦିନ ଓ ଅପରାହ୍ନ ୪ଟା ହେଲେ ରାତି ହୁଏ। ବହୁ ଲୋକ ଜାଣିଥାନ୍ତି ଦେଶରେ ଅରୁଣାଚଳ ପ୍ରଦେଶକୁ ସୂର୍ଯ୍ୟୋଦୟ ଦେଶ କୁହାଯାଏ। କିନ୍ତୁ ଅରୁଣାଚଳ ପ୍ରଦେଶର କେଉଁ ସ୍ଥାନରେ ଭାରତ ପ୍ରଥମ ସୂର୍ଯ୍ୟୋଦୟ ହୁଏ ତାହା ଜାଣିଛନ୍ତି କି?…

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର…

ପାଗଳ ବିଲୁଆ ଆତଙ୍କ: ୧୩ ଆହତ ଓ ୨ ଗୁରୁତର

ପୁରୀ: ଅସ୍ତରଙ୍ଗ ବ୍ଲକରେ ପାଗଳ ବିଲୁଆ ଆତଙ୍କ। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର ପାଞ୍ଚଟି ଗାଁରେ ଗତ ଦୁଇ ଦିନ ହେବ ପାଗଳ ବିଲୁଆ ଆତଙ୍କ ଖେଳାଯାଇଛି। ବିଲୁଆ କାମୁଡ଼ାରେ ୧୩ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚାରି ଛକ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…