ଜମ୍ମୁ-କଶ୍ମୀରର କଠୁଆରେ ସେନା ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ, ୪ ଯବାନ ସହିଦ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାର ମାଚେଡି ଅଞ୍ଚଳରେ ସୋମବାର ଭାରତୀୟ ସେନାର ଏକ ଗାଡ଼ି ଉପରକୁ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି।
ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାର ମାଚେଡି…