ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ: ସୋମବାର ଶ୍ରାବଣ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆଜି ଅପରାହ୍ନ ୫ଟାଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ…