Latest Odisha News

BREAKING NEWS

କେଦାରନାଥରେ ଫସିଥିବା ୪ ଓଡ଼ିଆ ସୁରକ୍ଷିତ

ଭୁବନେଶ୍ୱର: କେଦାରନାଥରେ ଫସିଥିବା କେନ୍ଦୁଝରର ୪ ଜଣ ସୁରକ୍ଷିତ । ୪ ଜଣ ସୁରକ୍ଷିତଭାବେ ଗୁପ୍ତକାଶିରେ ପହଞ୍ଚିଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦୁଝର ଜିଲ୍ଲାପାଳ। ଜିଲ୍ଲାପାଳ ଓ ଶ୍ରମ ଅଧିକାରୀଙ୍କ ସହ ଏହି ୪ ଜଣ ଯୋଗାଯୋଗରେ ଥିବା କହିଛନ୍ତି ଜିଲ୍ଲାପାଳ। ସୂଚନା…

ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪: ପୁରୁଷ ବ୍ୟାଡମିଣ୍ଟନ ସେମିରେ ହାରିଲେ ଲକ୍ଷ୍ୟ ସେନ

ପ୍ୟାରିସ: ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ରେ ସିଙ୍ଗଲ୍ସରେ ସେମି ଫାଇନାଲରେ ପରାଜିତ ହେଲେ ଲକ୍ଷ୍ୟ ସେନ। ସୂଚନା ଅନୁଯାୟୀ, ଡେନମାର୍କ ପ୍ରତିଦ୍ବିନ୍ଦୀ ଭିକ୍ଟର ଆକ୍ସେଲସେନଙ୍କ ଠାରୁ ୨୦-୨୨, ୨୧-୧୪ରେ ହାରିଯାଇଛନ୍ତି ଲକ୍ଷ୍ୟ। ବ୍ରୋଞ୍ଜ ପଦକ ପାଇଁ ଭାଗ୍ୟ ପରୀକ୍ଷା କରିବେ ଲକ୍ଷ୍ୟ। ଏହି…

ଖୋଲିବ ଗୁମର, ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ଵର: ଖୋଲିବ ଗୁମର। ରିମାଣ୍ଡରେ ଯିବେ ୫ରାଣୀଙ୍କ ମନର ରାଜା ଠକ ସତ୍ୟଜିତ ସାମଲ। ଅଧିକ ପଚରାଉଚରା କରିବା ପାଇଁ ଠକ ରୋମିଓ ସତ୍ୟଜିତକୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ସୂଚନାଯୋଗ୍ୟ ଯେ, ଗତକାଲି ୫ ସ୍ତ୍ରୀଙ୍କ ରୋମିଓ ସ୍ବାମୀ ସତ୍ୟଜିତ ସାମଲଙ୍କୁ ବାନ୍ଧିଥିଲା କମିଶନରେଟ…

ଅଣ୍ଡା ଭିତରେ କଥା କୁହେ ଏହି ପ୍ରାଣୀ, ଜାଣି ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: ଦୁନିଆରେ ବିଭିନ୍ନ ପ୍ରକାରର ଜୀବଜନ୍ତୁ ବାସ କରନ୍ତି । ସେ ସମସ୍ତ ଜୀବଜନ୍ତୁଙ୍କ ନିଜସ୍ଵ ବିଶେଷତା ଅଛି ଯାହା ପାଇଁ ସେମାନେ ଜଣାଶୁଣା । ଯେମିତି କି କଇଁଛ । କଇଁଛ ଏକ ଜଳଚର ପ୍ରାଣୀ । କଇଁଛର ଉପର ଖୋଳପା ବହୁତ ମଜବୁତ ମଧ୍ୟ । ତେବେ ଆଜି ଆମେ ଆପଣମାନଙ୍କୁ କହିବୁ କଇଁଛ ବିଷୟରେ…

୬ରୁ ପୁଣି ଭିଜିବ ସାରା ରାଜ୍ଯ

ଭୁବନେଶ୍ୱର: ଆସନ୍ତା ମଙ୍ଗଳବାର ଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଅପରପକ୍ଷେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ,…

ସମ୍ବଲପୁରରେ ମୋ ବସ୍ ସେବା ଠପ୍

ସମ୍ବଲପୁର: ବିଭିନ୍ନ ଦାବି ନେଇ ଡ୍ରାଇଭର ଏବଂ କଣ୍ଡକ୍ଟରମାନେ ଆନ୍ଦୋଳନ କରିବା ଯୋଗୁ ସମ୍ବଲପୁରରେ ମୋ ବସ୍ ସେବା ଠପ୍ ହୋଇଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଜଣେ ଅଜଣା ବ୍ୟକ୍ତି ମୋ ବସ୍ ଡ୍ରାଇଭର ଏବଂ କର୍ମଚାରୀମାନଙ୍କୁ ଦୁର୍ବ୍ଯବହାର ସହ ଧମକଚମକ ଦେଇଥିଲେ। ଏହାକୁ ନେଇ ବରିଷ୍ଠ…

ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍, ଆସନ୍ତା ପାଞ୍ଚ ବର୍ଷରେ ଲୋପ ପାଇବ ଦାଦନ ସମସ୍ୟା

ଭୁବନେଶ୍ୱର: ଲୋକଙ୍କୁ କାମ ଦେବାକୁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ୍ । ମାଟି ଖୋଳିବେ ରାଜ୍ୟ ସରକାର, ମାଟି ବୋହିବେ ଲୋକେ। ଏପରି ଭାବେ ଗାଁ ଗାଁରେ ଲୋକଙ୍କୁ କାମ ଦେବାକୁ ଯୋଜନା କରିଛି ପଞ୍ଚାୟତିରାଜ ବିଭାଗ। ଏହା ଦ୍ବାରା ଦାଦନ ସମସ୍ୟାକୁ ଆସନ୍ତା ପାଞ୍ଚ ବର୍ଷରେ ଲୋପ କରିବାକୁ ଯୋଜନା କରାଯାଇଛି।…

ଋଣ ଭାରରେ ବୁଡିଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର

ନୂଆଦିଲ୍ଲୀ: ବିଶ୍ୱର ଋଣଗ୍ରସ୍ତ ଦେଶ ତାଲିକାରେ ଏପରି ଅନେକ ବିକଶିତ ଦେଶର ନାମ ଅଛି ଯାହା ବିଷୟରେ ଜାଣି ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ବିଶ୍ୱର ଏହି ଦେଶଗୁଡିକର ଭାବମୂର୍ତ୍ତି ଏପରି ଯେ ଏଠାରେ ବହୁତ ଧନ ମିଳିବ। କିନ୍ତୁ ବାସ୍ତବତା ହେଉଛି ଋଣରେ ବୁଡିଛନ୍ତି ଏହି ଦେଶ। ଅନେକ ଦେଶ…

ଅସନ୍ତୁଷ୍ଟ’ ଦେଉଛନ୍ତି ବିଜେପିକୁ ଟେନସନ

ଭୁବନେଶ୍ୱର: ବିରୋଧୀ ଦଳକୁ ଭାଙ୍ଗିବା କଳାରେ ପାରଙ୍ଗମ ବିଜେପି ଏବେ ନିଜ ଶାସିତ ବିଭିନ୍ନ ରାଜ୍ୟରେ ଜଟିଳ ପରିସ୍ଥିତିର ସାମନା କରୁଛି । ଦଳୀୟ ଅସନ୍ତୋଷର ସମ୍ମୁଖୀନ ହୋଇଛି ଦଳ । ଲୋକସଭା ନିର୍ବାଚନ ପରେ ଉତ୍ତର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଅସନ୍ତୋଷ ସୃଷ୍ଟି…

ସେଲଫି ନେବାବେଳେ ଅଘଟଣ, ୧୦୦ ଫୁଟ୍ ତଳକୁ ଖସିଲେ ପର୍ଯ୍ୟଟକ

ମୁମ୍ବାଇ: ମହାରାଷ୍ଟ୍ରର ସାତାରା ଜିଲ୍ଲାରେ ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି ସେଲଫି ଉଠାଇବା। ମୁମ୍ବାଇର ବୋରଣେ ଘାଟରେ ସେଲଫି ନେଉଥିବା ସମୟରେ ପର୍ଯ୍ୟଟକ ଅସାବଧାନତା ହେତୁ ୧୦୦ ଫୁଟ୍ ତଳକୁ ଖସି ପଡିଛନ୍ତି। ସୂଚନା ଅନୁଯାୟୀ, ହଠାତ୍ ଗୋଡ଼ ଖସିଯିବାରୁ ସେ ୧୦୦ ଫୁଟ ଘାଟି…