ଭାରସାମ୍ୟ ହରାଇ ମାଡ଼ିଗଲା ଟ୍ରକ୍; ୨ କାଉଡ଼ିଆଙ୍କ ସମେତ ୩ ମୃତ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ୨ କାଉଡିଆ ହେଲେ ବାଣପୁର ଅଞ୍ଚଳର ପାପୁ ନାହାକ ଓ ରଞ୍ଜି ନାହାକ ।
ସେହିପରି ଏହି ଦୁର୍ଘଟଣାରେ…