ପାରଳାଖେମୁଣ୍ଡି ହତ୍ୟା ମାମଲା; ୧୪ ଜଣଙ୍କୁ ଆଜୀବନ କାରାଦଣ୍ଡ
ଗଜପତି: ୨୦୦୯ରେ ପାରଳାଖେମୁଣ୍ଡିରେ ଘଟିଥିବା ଏକ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି । ଏହି ମାମଲାରେ ୧୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଦୌରା ଜଜ ପ୍ରଦୀପ କୁମାର ସାମଲ । ଏହା ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ମଧ୍ୟ କରିଛନ୍ତି…