୧୨ ଘଣ୍ଟିଆ ତେଲକୋଇ ବନ୍ଦ
କେନ୍ଦୁଝର: ୧୨ ଘଣ୍ଟିଆ ତେଲକୋଇ ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ତେଲକୋଇ ବନ୍ଦ ଡାକରା ଦେଇଛି। ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରାଯାଉଛି। ଜଗମୋହନପୁର ଠାରେ ୪୯ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି।
ସମାକୋଇ-ଚକଦର ପ୍ରକଳ୍ପ ସମନ୍ୱୟ ସମିତି ପକ୍ଷରୁ ଏହି…