ଓଡିଶା ପୋଲିସକୁ ସାହାଯ୍ୟ କରିବ ମୁଧୋଲ ହାଉଣ୍ଡ
ଭୁବନେଶ୍ବର: ଓଡିଶା ପୋଲିସ କାମକୁ ଆହୁରି ସହଜ କରିବ ମୁଧୋଲ ହାଉଣ୍ଡ । ରାଜ୍ୟରେ ପୋଲିସ ପ୍ରଶାସନର କ୍ଷମତା ବଢାଇବା ପାଇଁ ସାମିଲ ହୋଇଛି ଓଡ଼ିଶା ପୋଲିସ କେ-୯ ଡଗ୍ ସ୍କ୍ବାର୍ଡରେ ଭାରତୀୟ ପ୍ରଜାତିର ପ୍ରଥମ ଶ୍ଵାନ ମୁଧୋଲ ହାଉଣ୍ଡ । ଯାହାକୁ ସର୍ଚ୍ଚ ଏବଂ ଉଦ୍ଧାରକାର୍ଯ୍ୟରେ ନିୟୋଜିତ…