ବିମାନବନ୍ଦରରେ ଗୁଣ୍ଡାଗର୍ଦ୍ଦି, ପାଇଲଟଙ୍କ ମାଡରେ ଯାତ୍ରୀ ଗୁରୁତର
ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦରରେ ପାଇଲଟଙ୍କ ଗୁଣ୍ଡାଗର୍ଦ୍ଦି। ପାଇଲଟ ଜଣେ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିମାନବନ୍ଦରର ଟର୍ମିନାଲ ୧ ରେ ଅଙ୍କିତ ଦିୱାନ ନାମକ ଜଣେ ଯାତ୍ରୀ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଅଙ୍କିତ ଦିୱାନଙ୍କ…