ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା
ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର…