ଆହୁରୀ ୨ ଦିନ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର…