ସ୍କୁଲ ସାଇନ୍ ବୋର୍ଡ ପଡ଼ି ଜଣେ ଛାତ୍ର ମୃତ, ୨ ଆହତ
ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।
ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ…