ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା; ଧୋଇଗଲା ମରାମତି ହେଉଥିବା ରାସ୍ତା
କନ୍ଧମାଳ: ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ୫୦ ମିଟର ରାସ୍ତା ଭାସିଯାଇ ବିରାଟ ଖାଲ ସୃଷ୍ଟି ହୋଇଥିଲା। ୧୭ ତାରିଖଠାରୁ…