Latest Odisha News

BREAKING NEWS

ମହାସାଗର ତଳେ ଉତ୍ପନ୍ନ ହେଉଛି ‘ଡାର୍କ ଅକ୍ସିଜେନ’, ଏହା ନରହିଲେ ଜୀବଜଗତକୁ ବିପଦ

ନୂଆଦିଲ୍ଲୀ: ଦୁନିଆରେ ଏପରି ଅନେକ ଜିନିଷ ରହିଛି ଯାହା ବିଷୟରେ ବୈଜ୍ଞାନିକମାନେ ଏପର୍ଯ୍ୟନ୍ତ ଜାଣିପାରି ନାହାଁନ୍ତି। ଏହି କାରଣରୁ ପ୍ରତିଦିନ କିଛି ନା କିଛି ନୂଆ ଆବିଷ୍କାର ଆମ ସାମ୍ନାକୁ ଆସେ। ମହାସାଗର ଗଭୀରତାରେ ମଧ୍ୟ ସମାନ ଆବିଷ୍କାର କରାଯାଇଥିଲା, ଯେଉଁଠାରୁ କିଛି ଉତ୍ପନ୍ନ ହୋଇଛି…

ଦୁଇଦିନ ଭିତରେ ନିଟ-ୟୁଜି ଚୂଡାନ୍ତ ରେଜଲ୍ଟ ଘୋଷଣା କରିବ ଏନଟିଏ: ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ଦୁଇଦିନ ଭିତରେ ନିଟ-ୟୁଜି ରେଜଲ୍ଟ ଘୋଷଣା କରିବ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) । ଏନେଇ ଘୋଷଣା କରିଛନ୍ତି ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମ୍ବାଦିକ ସମ୍ମିଳନୀରେ ଶିକ୍ଷା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ NTA ଦୁଇ ଦିନ ମଧ୍ୟରେ NEET-UGର ଚୂଡ଼ାନ୍ତ…

ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା

ଭୁବନେଶ୍ୱର: ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀ କହିଛନ୍ତି ଯ, ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।…

ଟେକ୍‌ ଅଫ୍‌ ବେଳେ ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭିଡିଓ

କାଠମାଣ୍ଡୁ: ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଟେକ୍‌ ଅଫ୍‌ ବେଳେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ରାସନ କାର୍ଡ: ଖୁବ୍‌ ଶୀଘ୍ର ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି…

୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀ ଗିରଫ

ବରଗଡ଼: ବରଗଡ଼ ଟାଉନ ଥାନା ପୋଲିସ ଦ୍ବାରା ବରଗଡ଼ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ନିକଟରୁ ୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀଙ୍କୁ ଗିରଫ କରାଯାଇଛି। ତେବେ ଗିରଫ ଅଭିଯୁକ୍ତ ଯୁବତୀ ଜଣକ ସମ୍ୱଲପୁର ସହରର ଏନ୍ ଗୁଆ ଗଲି, ବୁଢ଼ାରଜା ଅଞ୍ଚଳର ହୋଇଥିବା ବେଳେ ବରଗଡ଼ ନଦୀପଡ଼ା ଡାଙ୍ଗ ଅଞ୍ଚଳରେ…

ଅଲିମ୍ପିକ୍ସରେ ଓଡିଶା ଆଥଲେଟ, ଦିଲୀପଙ୍କଠାରୁ କିଶୋର ପର୍ଯ୍ୟନ୍ତ

ଅଲିମ୍ପିକ୍ସରେ ଭାରତର ପ୍ରଦର୍ଶନସ୍ତର ସୁଧୁରିବା ଆରମ୍ଭ ହୋଇଛି । ପ୍ୟାରିସ ଅଲିମ୍ପିକ୍ସରେ ଭାରତ ଏହି ଧାରା ବଜାୟ ରଖିବ ବୋଲି ଆଶା କରାଯାଉଛି । ଭାରତ ପକ୍ଷରୁ ଓଡିଶାର ଅନେକ ଖେଳାଳି ଅଲିମ୍ପିକ୍ସ ଖେଳିବା ସୌଭାଗ୍ୟ ଅର୍ଜନ କରିଛନ୍ତି । ୨୮ ବର୍ଷ ମଧ୍ୟରେ ୧୫ଜଣ ଖେଳାଳି ଅଲିମ୍ପିକ୍ସରେ…

ବକ୍ସ ଅଫିସରେ ହେବ ଧମାଲ୍: ‘ଖେଲ୍ ଖେଲ୍ ମେଁ’ ଓ ‘ସ୍ତ୍ରୀ-୨’ ମଧ୍ୟରେ କଡ଼ା ଟକ୍କର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ 'ଖେଲ୍ ଖେଲ୍ ମେଁ'ର ଜାରି ହୋଇଛି ପୋଷ୍ଟର। ଏହି ପୋଷ୍ଟର ଜାରି କରିଛନ୍ତି ଖିଲାଡି କୁମାର। ଆସନ୍ତା ଅଗଷ୍ଟ ୧୫ ତାରିଖରେ ଏହା ମୁକ୍ତିଲାଭ କରିବ। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଚର ଓ ରିଲିଜ୍ ତାରିଖ ସେୟାର କରିଛନ୍ତି। ସେ ଲେଖିଛନ୍ତି, 'ୟାରୋଁ ୱାଲା…

ଆତ୍ମହତ୍ଯା କରିବାକୁ ଚାହୁଁଥିଲେ ଶାମି, କାହିଁକି ଏମିତି କହିଲେ ଘନିଷ୍ଠ ବନ୍ଧୁ

ନୂଆଦିଲ୍ଲୀ: କ୍ରିକେଟର ଶାମି ଏବେ ଟିମ୍ ଇଣ୍ଡିଆକୁ ଫେରିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ, ଆତ୍ମହତ୍ଯା କରିବାକୁ ଚାହୁଁଥିଲେ ଶାମି। ଏଭଳି କହିଛନ୍ତି ଶାମିଙ୍କ ଘନିଷ୍ଠ ବନ୍ଧୁ ଉମେଶ କୁମାର। ଶାମିଙ୍କ ନିକଟତର କୁହାଯାଉଥିବା ଉମେଶ…

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ଜଣେ ଆତଙ୍କବାଦୀ ନିହତ, ଯବାନ ଆହତ

କୁପୱାରା: ଜମ୍ମୁ କାଶ୍ମୀରର କୁପୱାରାରେ ହୋଇଥିବା ଏକ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ଜମ୍ମୁ କଶ୍ମୀରର କୁପୱାଡାର ଲୋଲାବ ଉପତ୍ୟକାର ତ୍ରିମୁଖା ଟପ୍ରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।…