ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ, ଶରୀରର ସ୍ନାୟବିକ ସ୍ଥିତିରେ କୌଣସି ସୁଧାର ଆସିନି…
ଭୁବନେଶ୍ୱର: ପୁଣିଥରେ ଆଇସିୟୁରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେ ଏବେ ବି କୋମାରେ ରହିଛନ୍ତି । ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର…