Latest Odisha News

BREAKING NEWS

ବଜେଟ ୨୦୨୪; ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ମିଳିବ ସହାୟତା

ନୂଆଦିଲ୍ଲୀ: ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ବର୍ଷ ପାଇଁ ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ ମୋଟ ୧୧.୧୧ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ତେବେ ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ 'ପୂର୍ବୋଦୟ' ସ୍କିମ। ପୂର୍ବାଞ୍ଚଳର…

ବଜେଟରେ ଛାନିଆ ନିବେଶକାରୀ: ବଢିଲା ଷ୍ଟକ ମାର୍କେଟ ଟିକସ

ନୂଆଦିଲ୍ଲୀ: ଆଜି ନିର୍ମଳା ସୀତାରମଣ ଚଳିତ ବର୍ଷର ପୂର୍ଣ୍ଣଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି । ବଜେଟ୍ ଗରିବ, କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ବ ଦେଇଛି । ରୋଜଗାରଠାରୁ ଆରମ୍ଭ କରି କୃଷି, ଶିକ୍ଷା, ଉଦ୍ୟୋଗ, ମାନବ ସମ୍ବଳ ବିକାଶ, ଦକ୍ଷତା ବୃଦ୍ଧି ଇତ୍ୟାଦିକୁ ନେଇ ୯ଟି କ୍ଷେତ୍ରକୁ…

ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମୋଦି ସରକାରଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି । ଏଥରର ବଜେଟ୍ କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ବ…

ନିର୍ମଳାଙ୍କ ପେଡିରେ ଯୁବକଙ୍କୁ ଆଶ୍ବସ୍ତି, ପ୍ରତି ମାସରେ ମିଳିବ ୫୦୦୦ ଭତ୍ତା

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମୋଦି ସରକାରଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି । ଏଥରର ବଜେଟ୍ କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ବ ଦେଇଛି । ରୋଜଗାରଠାରୁ ଆରମ୍ଭ କରି କୃଷି, ଶିକ୍ଷା, ଉଦ୍ୟୋଗ, ମାନବ ସମ୍ବଳ ବିକାଶ,…

ଆୟକରକୁ ନେଇ ବଜେଟରେ ବଡ଼ ଘୋଷଣା

ନୂଆଦିଲ୍ଲୀ: ମଧ୍ୟବିତ୍ତ ଓ ଟିକସଦାତାଙ୍କ ପାଇଁ କେନ୍ଦ୍ର ବଜେଟରେ ନିର୍ମଳା ସୀତାରମଣ ବଡ଼ ଘୋଷଣା କରିଛନ୍ତି । ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ୍ ସୀମା ୫୦ହଜାରରୁ ୭୫ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିସହ ନୂଆ ଟିକସ ସ୍ଲାବରେ ପୁଣି ଥରେ ପରିବର୍ତ୍ତନ କରାଯାଇଛି । ତେବେ…

ବଜେଟ ୨୦୨୪: କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ୍ ତିଆରି ହେବ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ବର୍ଷ ପାଇଁ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି।ଏହି ଅବସରରେ  କର୍ମଜୀବୀ ମହିଳାଙ୍କ ପାଇଁ ଅଧିକ ହଷ୍ଟେଲ୍ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଦେଶରେ କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ସଂଖ୍ୟା ବୃଦ୍ଧି କରିବା…

କ’ଣ ଶସ୍ତା କ’ଣ ମହଙ୍ଗା? ସୁନା, ରୁପା ମୋବାଇଲ୍ ହେବ ଶସ୍ତା

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବିଭିନ୍ନ କ୍ଷେତ୍ର ପାଇଁ ସ୍ବତନ୍ତ୍ର ଘୋଷଣା କରାଯାଇଛି । ତେବେ ବଜେଟ୍ ସାଧାରଣ ଜନତାଙ୍କ ପକେଟକୁ କେମିତି ପ୍ରଭାବିତ କରିବ? କେଉଁ ସାମଗ୍ରୀ ଶସ୍ତା ହେବ ଓ…

କପଡା ଦୋକାନରୁ ଲୁଟି ନେଲେ ୨.୫୦ ଲକ୍ଷ ଟଙ୍କା, ସିସିଟିଭିରେ କଏଦ ଚୋରିର ଦୃଶ୍ୟ

କଟକ: କଟକରେ ଥିବା ଏକ କପଡା ଦୋକାନରେ ପଶି ୨.୫୦ଲକ୍ଷ ନଗଦ ଟଙ୍କା ନେଇ ଯାଇଛନ୍ତି ଦୁର୍ବୁତ୍ତ। ଚୋରି ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହି ଘଟଣା ସହରର ମଧୁପାଟଣା ଅଞ୍ଚଳରେ ଘଟିଛି। ଆଜି ସକାଳେ ମାଲିକ ଯେତେବେଳେ ଦୋକାନ ଖୋଲିବାକୁ ଆସିଥିଲେ ସେତେବେଳେ ଚୋରି ହୋଇଥିବା ନେଇ…

ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ

ଭୁବନେଶ୍ବର: ବିଜେପିର ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ । ତେବେ ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୪ରେ ହେବ ଉପବାଚସ୍ପତି ନିର୍ବାଚନ । ତେବେ କହିରଖୁଛୁ, ସୁନ୍ଦରଗଡ…

ଖୁସି ଖବର: ପ୍ରଥମକରି ଚାକିରି ପାଇଥିବା ବ୍ୟକ୍ତିଙ୍କ ଆୟ ୧ଲକ୍ଷରୁ କମ ଥିଲେ ଇପିଏଫଓରୁ ମିଳିବ ସ୍ୱତନ୍ତ୍ର ସହାୟତା

ନୂଆଦିଲ୍ଲୀ: ଯୁବବର୍ଗଙ୍କ ପାଇଁ ଖୁସି ଖବର। ପ୍ରଥମ କରି ଚାକିରି ପାଇଥିବା ବ୍ୟକ୍ତିଙ୍କ ଆୟ ୧ଲକ୍ଷରୁ କମ ଥିଲେ ଇପିଏଫଓରୁ ମିଳିବ ସ୍ୱତନ୍ତ୍ର ସହାୟତା। ପ୍ରଥମକରି ଚାକିରି କରିଥିବା ଯୁବକ, ଯୁବତୀ ଯାହାଙ୍କ ଦରମା ୧ ଲକ୍ଷରୁ କମ୍ ଥିବ ସେମାନଙ୍କ ପାଇଁ ପ୍ରଥମଥର ଇପିଏଫଓ ରେଜିଷ୍ଟର କରିଥିଲେ ୧୫…