Latest Odisha News

BREAKING NEWS

ଆଉ ପିନ୍ଧିବାକୁ ପଡ଼ିବନି ଚଷମା, ଭାରତରେ ଆଇ ଡ୍ରପ୍‌କୁ ମିଳିଲା ଅନୁମତି

ମୁମ୍ବାଇ: ଆଜିକାଲି ପ୍ରାୟ ସମସ୍ତେ ଚଷମା ବ୍ୟବହାର କରନ୍ତି। ଦୂରଦୃଷ୍ଟି କାରଣରୁ ହେଉ କିମ୍ବା ଚକ୍ଷୁଜନୀତ ଯେକୌଣସି ସମସ୍ୟା, ସମସ୍ତେ ଚଷମା ଉପରେ ନିର୍ଭରଶୀଳ। ବୟସ ଅଧିକ ହେବା ପରେ ପଢ଼ାପଢ଼ିରେ ସମସ୍ୟାର ସମ୍ମୁଖୀନ ହୁଅନ୍ତି ଲୋକେ। ପଢ଼ିବା ପାଇଁ ରିଡିଂ ଗ୍ଲାସ ବା ଚଷମା ବ୍ୟବହାର କରିବାକୁ…

ଗୃହରେ ଉଠିଲା ବିଧାୟକମାନଙ୍କ ପେନସନ ବୃଦ୍ଧି ଦାବି

ଭୁବନେଶ୍ୱର: ଗୃହରେ ଉଠିଲା ବିଧାୟକମାନଙ୍କ ପେନସନ ବୃଦ୍ଧି ପ୍ରସଙ୍ଗ। ସ୍ୱର ମିଳାଇଲେ କଂଗ୍ରେସ ଓ ବିଜେଡି। ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଆଜି ଗୃହରେ ପ୍ରଶ୍ନକାଳ ଚାଲିଥିବା ବେଳେ ଦାବି ରଖିଥିଲେ ବିଧାୟକ। ଏଥିପାଇଁ ବିଧାୟକ ତାରା ବାହିନୀ ପତି, ସନାତନ ବିଜୁଳି ଓ…

କଂଗ୍ରେସରୁ ନିର୍ବାଚନ ଲଢିବେ କି ଭିନେଶ ଓ ବଜରଙ୍ଗ

ନୂଆଦିଲ୍ଲୀ: କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ ଲୋକସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ରାହୁଲଙ୍କ ସହ ଦୁହିଁଙ୍କ ଫଟୋ ମଧ୍ଯ ଭାଇରାଲ ହେବାରେ ଲାଗିଛି। ଯାହା ପରେ ଯେ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଟିକେଟରୁ ହରିୟାଣା ବିଧାନସଭା…

ନବୀନ ସରକାରଙ୍କ ବ୍ୟାଗ୍ ବଣ୍ଟନ: ବିଧାନସଭାରେ ଆସିଲା ଆଖି ଖୋସିଦେଲା ଭଳି ତଥ୍ୟ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ବ୍ୟାଗ୍ ବଣ୍ଟନ ଯୋଜନା। କେବଳ ବ୍ୟାଗ୍ ବାଣ୍ଟିବାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଖର୍ଚ୍ଚ ହୋଇଛି ୨୪୭ କୋଟିରୁ ଅଧିକ ଟଙ୍କା । ଏଭଳି କିଛି ଆଖି ଖୋସି ଦେଲା ଭଳି ତଥ୍ୟ ଆଜି ବିଧାନସଭାରେ ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଧାୟକ…

ମହାନଦୀକୁ ଡେଇଁ ଜୀବନ ହାରିଲେ ଯୁବକ, ଜଣେ ମୃତ ଓ ଅନ୍ୟଜଣେ ନିଖୋଜ

କଟକ: କଟକର ମହାନଦୀ ନଦୀକୁ ଯୁବକ ଡେଇଁବା ଘଟଣା। ବୁଧବାର ଦିନ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ସକାଳେ କଟକସ୍ଥିତ ଜଗତପୁର-କେନ୍ଦ୍ରାପଡା କେନାଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଥିଲେ। ତେବେ ସେ ମଙ୍ଗଳବାର…

ପିକ୍‌ଅପ୍ ଗାଡ଼ିରେ ହେଉଥିଲା ୫୦୦ କଇଁଛ ଚାଲାଣ: ମାଡ଼ିବସିଲା ବନବିଭାଗ, ୪ ଗିରଫ

ମାଲକାନଗିରି: ପିକ୍‌ଅପ୍ ଭ୍ୟାନରେ ହେଉଥିଲା ୫୦୦ କଇଁଛ ଚାଲାଣ। ମାଡିବସିଲା ବନ ବିଭାଗ। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଏମ୍.ଭି-79ରେ। ଆନ୍ଧ୍ରପ୍ରଦେଶରୁ ଓଡ଼ିଶାକୁ ଚୋରାଚାଲାଣ କରାଯାଉଥିଲା ୫୦୦ରୁ ଉର୍ଦ୍ଧ୍ୱ କଇଁଛ। ୨ଟି ପିକଅପ ଗାଡ଼ିରେ କଇଁଛ ଚାଲାଣ ବେଳେ ମୋଟୁ ବନବିଭାଗ ଚଢାଉ…

ଭୁବନେଶ୍ଵରରେ ମୁହାଁମୁହିଁ ହେଲେ ପୋଲିସ୍ – ଛାତ୍ର କଂଗ୍ରେସ କର୍ମୀ

ଭୁବନେଶ୍ୱର: ପୁଣି ତେଜିଲା ଛାତ୍ର ସଂସଦ ନିର୍ବାଚନ। ଛାତ୍ର ସଂସଦ ନିର୍ବାଚନ ଦାବିରେ ଶୋଭାଯାତ୍ରା କଲା କଂଗ୍ରେସ। ଆଜି ରାଜଧାନୀରେ ଛାତ୍ର କଂଗ୍ରେସ ଛାତ୍ର ସଂସଦ ନିର୍ବାଚନ ଦାବିରେ ଶୋଭାଯାତ୍ରା କରି ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଥିଲେ। ଯେଉଁ ସମୟରେ ପୋଲିସ ଅଟକାଇବାରୁ ପୋଲିସ ଓ…

ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତର ରେକର୍ଡ ପ୍ରଦର୍ଶନ ଜାରୀ

ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛି । ବୁଧବାର ଟିମଇଣ୍ଡିଆ ଟୋକିଓ ଅଲିମ୍ପିକ୍ସର ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛି । ଟୋକିଓ ଗେମ୍ସରେ ଭାରତ ୧୯ ପଦକ ଜିତିଥିଲା । ଏବେ ପ୍ୟାରିସରେ ଏହା ଖବର ଲେଖା ହେବା ପର୍ଯ୍ୟନ୍ତ ୨୦ରେ ପଂହଚି ସାରିଛି ।…

ସେପ୍ଟେମ୍ବର ସୁଦ୍ଧା ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ଯରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ନୂଆ ରାସନ କାର୍ଡ ପାଇଁ ଏବେ…

ଆପଣଙ୍କ ଟଙ୍କା ବି ସାହାରାରେ ଫସିଛି କି? ତାହେଲେ ଜାଣନ୍ତୁ… ସମ୍ପତି ବିକ୍ରି କରି ଟଙ୍କା ଫେରାଇବ ସାହାରା

ନୂଆଦିଲ୍ଲୀ: ସାହାରାକୁ ଲାଗିଲା ସୁପ୍ରିମକୋର୍ଟଙ୍କ ଝଟକା | କହିଲେ ଯାହା କରୁଛ କର ହେଲେ ଯଥା ଶୀଘ୍ର ନିବେଶକଙ୍କ ଟଙ୍କା ଫେରାଅ | ଏଥିପାଇଁ ନିଜର ସମସ୍ତ ସମ୍ପତି ବି ବିକ୍ରି କରି ଟଙ୍କା ଫେରାଇ ପାରିବ |ସେବି - ସାହାରା ରିଫଣ୍ଡ୍ ଖାତାରେ ପ୍ରାୟ ୧୦ ହଜାର କୋଟି ଟଙ୍କା ଜମା କରିବା ପ୍ରସଙ୍ଗକୁ…