ହାଉସ୍ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ବର: ହାଉସ୍ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା।
ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ,…