ଭାଙ୍ଗିଲା ପିସିସି କମିଟି, ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା
ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦଳର ନେତା ହେଲେ ରାମଚନ୍ଦ୍ର କାଡାମ। ଅଶୋକ ଦାସଙ୍କୁ ଦଳର ଉପନେତା ଦାୟିତ୍ବ ଦିଆଯାଇଛି।ସିଏସ୍ ରାଜନ ଏକ୍କା ହେଲେ କଂଗ୍ରେସ ମୁଖ୍ୟ ସଚେତକ। ଏନେଇ ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଧ୍ଯ…