ସଂସଦର ବିଜନେସ ଆଡଭାଇଜରୀ କମିଟିର ସଦସ୍ୟ ହେଲେ ସାଂସଦ ବୈଜୟନ୍ତ ଓ ଭର୍ତ୍ତୁହରି
ନୂଆଦିଲ୍ଲୀ: ସଂସଦର ବିଜନେସ ଆଡଭାଇଜରୀ କମିଟି ପାଇଁ ମନୋନୀତ ହୋଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା । ତାଙ୍କ ସହ କଟକ ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ମନୋନୀତ ହୋଇଛନ୍ତି। ବାଚସ୍ପତି ଓମ୍ ବିର୍ଲା ବିଭିନ୍ନ ଦଳର ମୋଟ ୧୪ ଜଣ ସାଂସଦଙ୍କୁ କମିଟି ପାଇଁ ମନୋନୀତ କରିଛନ୍ତି ।
ତେବେ…