Latest Odisha News

BREAKING NEWS

Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର…

ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR)କୁ ବିରୋଧ କରି CJPର ପ୍ରସ୍ତାବିତ ପ୍ରଦର୍ଶନ ପୂର୍ବରୁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶନିବାର ଅକ୍ଟୋବର ୧୦ରେ ଜନ୍ତରମନ୍ତରରେ ପ୍ରଦର୍ଶନ ପାଇଁ CJP ଘୋଷଣା କରିଥିବା ବେଳେ…

କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ

ନୂଆଦିଲ୍ଲୀ: ସାଉଦି ଆରବର ଅବହା ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ରିୟାଦର କିଙ୍ଗ ଖାଲିଦ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଟାର୍ଗେଟ କରି ଆକ୍ରମଣ ପରେ ଭାରତୀୟ ଦୂତାବାସ ଏକ ପରାମର୍ଶ ଜାରି କରିଛି। ରିୟାଦସ୍ଥିତ ଭାରତୀୟ ଦୂତାବାସ ସେଠାରେ ବାସ କରୁଥିବା ଭାରତୀୟ ନାଗରିକମାନଙ୍କୁ କର୍ତ୍ତୃପକ୍ଷଙ୍କ…

୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଭୁବନେଶ୍ବର: ଆରଏସଏସ ମୁଖ୍ୟ ମୋହନ ଭାଗବତ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ସମ୍ବଲପୁରରେ ସ୍ୱୟଂସେବକଙ୍କ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମୋହନ ଭାଗବତ ଅକ୍ଟୋବର ୧୦ ତାରିଖ ଦିନ ଅପରାହ୍ନ ୪ ଘଟିକା ସମୟରେ ସମ୍ବଲପୁରରେ ପହଞ୍ଚିବେ । ସେ ଦୁଇଦିନିଆ ଓଡିଶା ପ୍ରବାସ ସାରି…

ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

ନୂଆଦିଲ୍ଲୀ:ଭାରତର ପୂର୍ବତନ ଅଧିନାୟକ କପିଲ୍ ଦେବ ୧୫ ବର୍ଷୀୟ ଯୁବ ସେନ୍ସେସନ୍ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଲିଥିବା ଅତ୍ୟଧିକ ଚର୍ଚ୍ଚା ଓ ପ୍ରଶଂସା ଉପରେ ଚେତାବନୀ ଦେଇଛନ୍ତି । ସେ ପୂର୍ବତନ ଖେଳାଳି ବିନୋଦ କାମ୍ବଲୀଙ୍କ କ୍ୟାରିୟରର ଉଦାହରଣ ଦେଇ ଗଣମାଧ୍ୟମ ଏବଂ କ୍ରିକେଟ ପ୍ରେମୀଙ୍କୁ…

‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି

ଭୁବନେଶ୍ୱର:ଡିଜିଟାଲ୍ ଯୁଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାରୀ ସୂଚନା ଓ ସଞ୍ଚାର (Information & Communication) ପାଇଁ ଏକ ପ୍ରଭାବଶାଳୀ ସୋସିଆଲ ମିଡିଆ ନୀତି ପ୍ରଣୟନ କରାଯିବ। ଜିଲ୍ଲାଠାରୁ ଆରମ୍ଭ କରି ରାଜ୍ୟ ମୁଖ୍ୟାଳୟ ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗରେ ଏକ…

ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଝଡି ବର୍ଷା ହେବା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଥାଇଲାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ

ବେଙ୍ଗାଲୁର: ଭାରତର ପୂର୍ବତନ ୱିକେଟକିପର ପାର୍ଥୀବ ପଟେଲ ଆଇପିଏଲକୁ ନେଇ ଏକ ବଡ ଖୁଲାସା କରିଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରରେ ସେ ଖେଳୁଥିବା ବେଳେ ଟିମ ମ୍ୟାନେଜମେଂଟ ତାଙ୍କୁ କୋହଲିଙ୍କ ସ୍ଥାନରେ ଅଧିନାୟକ କରିବାକୁ ଚାହୁଁଥିଲେ ବୋଲି ସେ କହିଛନ୍ତି ।୨୦୧୯ ଆଇପିଏଲ୍ ସିଜନ୍…

ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼…

କୋଲକାତା: ପଶ୍ଚିମବଙ୍ଗ ଉପନିର୍ବାଚନରେ ବିଜେପି ନିଜର ଦବଦବା ବଜାୟ ରଖି ନନ୍ଦୀଗ୍ରାମ ଏବଂ ମୁସଲିମ ବହୁଳ ରେଜିନଗର ଆସନରେ ଐତିହାସିକ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଦଳ ନନ୍ଦୀଗ୍ରାମରେ ୧.୨୨ ଲକ୍ଷରୁ ଅଧିକ ଭୋଟ୍‌ର ରେକର୍ଡ ବ୍ୟବଧାନରେ ଜିତିଥିବା ବେଳେ…

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ

ମୋହାଲି : ଆସନ୍ତା ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬ ହକି ଟୁର୍ଣ୍ଣାମେଣ୍ଟରୁ ପାକିସ୍ତାନ ନିଜର ନାମ ପ୍ରତ୍ୟାହାର କରିନେଇଛି । ଏହି ଟୁର୍ଣ୍ଣାମେଣ୍ଟ ଭାରତର ପଞ୍ଜାବରେ ଆୟୋଜିତ ହେବାକୁ ଥିବାବେଳେ, ନିରପେକ୍ଷ ସ୍ଥାନରେ ମ୍ୟାଚ୍ ଖେଳିବା ପାଇଁ ପାକିସ୍ତାନ କରିଥିବା ଦାବିକୁ ଏସୀୟ ହକି ମହାସଂଘ…

ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟରେ ଆଘାତ ସମସ୍ୟା ଲାଗି ରହିଛି । ଏଥିନେଇ ସେଂଟର ଅଫ ଏକ୍ସିଲେନ୍ସ ସମାଲୋଚିତ ହୋଇଛି । ବିସିସିଆଇର ସେଣ୍ଟର ଅଫ୍ ଏକ୍ସଲେନ୍ସର ବାର୍ଷିକ ରିପୋର୍ଟ ଆଧାରରେ ଭାରତୀୟ କ୍ରିକେଟରମାନଙ୍କ ଆଘାତ ଓ ରିହାବ୍  ପ୍ରକ୍ରିୟା ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ…