ସମ୍ବଲପୁରରେ ରେଳ ଫ୍ଲାଏଓଭର ପ୍ରକଳ୍ପ ପାଇଁ ୨୮୮.୬୧ କୋଟି ଟଙ୍କା ଅନୁମୋଦନ
ସମ୍ବଲପୁର: ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ 8.10 କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି।
ସୁଗମ ଟ୍ରେନ ଚଳାଚଳ ହେବ-
ରେଳ…