ଡ୍ରେନ୍ ଯନ୍ତ୍ରଣା; ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି
ଭୁବନେଶ୍ବର: ଡ୍ରେନ୍ ଟ୍ରାଜେଡିରେ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ଆକ୍ଟିଭ୍ ବିଭାଗୀୟ ମନ୍ତ୍ରୀ । ଜୋରଦାର ଚଲାଇଛନ୍ତି ତନାଘନା । ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା…