ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
ବୈଶିଙ୍ଗା:ମୟୂରଭଞ୍ଜର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇଥିଲେ । କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ସୁବର୍ଣ୍ଣ…