ରତ୍ନଭଣ୍ଡାର ଖୋଲାଯାଇଥିବା କଥାରେ ଅପପ୍ରଚାର କରାନଯାଉ: ନିରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର: ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯାଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ରତ୍ନଭଣ୍ଡାର ଖୋଲା ହୋଇଛି। ଏବେ ଏହାକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ।
ଦଳର ବରିଷ୍ଠ ନେତା ନିରଞ୍ଜନ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…