ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା
ଯାଜପୁର: ଭଙ୍ଗା ଯିବନି ବିବାଦୀୟ ବଲ୍ଲେ ବଲ୍ଲେ ଢାବା । ବଲ୍ଲେ ବଲ୍ଲେ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ଧର୍ମଶାଳା ବିଡିଓ । ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଢାବା ଭଙ୍ଗାଯିବନି ବୋଲି କହିଛନ୍ତି ବିଡିଓ ।
ସୂଚନାଯୋଗ୍ୟ ଯେ, ବିନା ସରକାରୀ କାଗଜପତ୍ରରେ ଜଣେ ମହିଳା ବିଜେଡି…