ରାଜ୍ୟରେ ଆରମ୍ଭ ହେଲା ‘ପିଏମ ଉଷା’
ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପିଏମ୍ ଉଷା । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଗୁଣବତ୍ତା ବୃଦ୍ଧି କରିବା ପାଇଁ ଆଜି କୃଷି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପିଏମ୍ ଉଷା ଯୋଜନା ଶୁଭାରମ୍ଭ କରିଛନ୍ତି ।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,…