ସୀମା ପାର୍ ବେଳେ ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ବୁଧବାର ରାତିରୁ ତିନୋଟି ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଜମ୍ମୁ କଶ୍ମୀରରେ ନିର୍ବାଚନ ପାଖେଇ ଆସୁଥିବା ବେଳେ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ରାଜୌରୀ, କୁପୱାଡା ଏବଂ ପୁଞ୍ଛରେ ସେନା ଆତଙ୍କବାଦୀଙ୍କ…