ଗିରଫ ହେଲେ ସିଏଚଏସଇ ରେକର୍ଡ ସପ୍ଲାୟର୍
ଭୁବନେଶ୍ବର: ଗିରଫ ହୋଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପୁରେନ୍ଦ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ ।
ତେବେ ଗତକାଲି ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ତଥା ଭିଜିଲାନ୍ସର ଏକ ଟିମ୍ ପୁରେନ୍ଦ୍ରଙ୍କ…