ନଭେମ୍ବର ୨୦ରୁ ଗୋଆରେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ
ନୂଆଦିଲ୍ଲୀ: ନଭେମ୍ବର ୨୦ରୁ ଗୋଆଠାରେ ବିଶ୍ୱ ଅଡିଓ ଭିଜୁଆଲ ଓ ମନୋରଞ୍ଜନ ଶିଖର ସମ୍ମିଳନୀର ପ୍ରଥମ ସଂସ୍କରଣ ରୂପେ ଏକ ଐତିହାସିକ କାର୍ଯ୍ୟକ୍ରମ ଆୟୋଜନ କରିବ ଭାରତ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିସହିତ ୱେଭ୍ସ ୨୦୨୪…