Latest Odisha News

BREAKING NEWS

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ପାଲା

ନୂଆଦିଲ୍ଲୀ :  ରାଜଧାନୀ ଦିଲ୍ଲୀର ସର୍ବ ବୃହତ ଜଗନ୍ନାଥ ମନ୍ଦିରଠାରେ ଗତ ୭ତାରିଖ ରଥଯାତ୍ରାଠାରୁ ସୁନା ବେଶ ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ ସମାରୋହରେ ଅଂଶ ବିଶେଷ ଭାବରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ଆନୁକୂଲ୍ୟରେ ଆୟୋଜନ କରାଯାଉଥିବା ଏହି ଭବ୍ୟ କାର୍ଯ୍ୟକ୍ରମ…

‘ଭୋକରେ ଥିଲେ ବଡଠାକୁର, ନେତ୍ର ବି ପାଇନଥିଲେ’, ବଡ ବୟାନ ଦେଲେ ବଡଠାକୁରଙ୍କ ବାଡଗ୍ରାହୀ

ପୁରୀ: ଗୁଣ୍ଡିଚା ବିଜେ ପହଣ୍ଡି ବେଳେ ବଡଠାକୁର ଚାରମାଳରୁ ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ ଏନେଇ ବିସ୍ଫୋରକ ବୟାନ ଦେଇଛନ୍ତି ମହାପ୍ରଭୁ ବଳଭଦ୍ରଙ୍କ…

ଶ୍ରୀ ଜଗନ୍ନାଥଙ୍କୁ ଭକ୍ତିପୁତ ସଙ୍ଗୀତର କାର୍ଯ୍ୟକ୍ରମ ‘ଗୁହାରି ୨୦୨୪ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥଙ୍କ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ ଉଦଯାପିତ ହୋଇଯାଇଛି । ଏହି ଉତ୍ସବକୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍‍ଘାଟନ କରିଥିଲେ…

ଅଷ୍ଟ୍ରେଲିଆ ବିପକ୍ଷରେ ଯୁବରାଜ ସିଂହଙ୍କ ଧୂଆଁଧାର ବ୍ୟାଟିଂ, ମ୍ୟାଚ ପୂର୍ବରୁ ଟ୍ରେଲର ଦେଖି ପାକିସ୍ତାନ ଚିନ୍ତିତ

ନୂଆଦିଲ୍ଲୀ: ଓ୍ୱାର୍ଲଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡସ୍ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଆଜି ସନ୍ଧ୍ୟାରେ ହେବାକୁ ଥିବା ଏହି ଟାଇଟଲ ମୁକାବିଲା ପୂର୍ବରୁ ପାକିସ୍ତାନର ଅବସ୍ଥା ନିଶ୍ଚିତ ଭାବେ ଖରାପ ହୋଇଯିବ। କାରଣ ଡବ୍ଲୁସିଏଲ୍ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ…

କଂଗ୍ରେସ ଭଳି ବିଜେପି ଭୁଲ ନ ଦୋହରାଉ, ନିଜ ଦଳକୁ କାହିଁକି ଏପରି କହିଲେ ଗଡ଼କରୀ?

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ନିଜ ଦଳ ବିଜେପିକୁ ନେଇ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ବିଜେପି କଂଗ୍ରେସର ଭୁଲର ପୁନରାବୃତ୍ତି କରିବା ଉଚିତ୍ ନୁହେଁ । ଗଡ଼କରୀ କହିଛନ୍ତି ଯେ ବିଜେପି ଏକ ଭିନ୍ନ ଚିନ୍ତାଧାରାର ଦଳ, ସେଥିପାଇଁ ଏହା ବାରମ୍ବାର ଲୋକଙ୍କ ବିଶ୍ୱାସ…

ବଢ଼ିଲା ରାଜ୍ୟପାଳଙ୍କ ପୁଅର ଅଡ଼ୁଆ, ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ରାଜଭବନରେ ଲଳିତ ମାଡ଼ ମାରିଥିବା ନେଇ ଥାନାରେ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ। ପୁଲିସ ସୂତ୍ରରୁ…

ବାରିପଦାରେ ବଡ଼ ଦୁର୍ଘଟଣା, ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ୨୦ ଜଣ ଗୁରୁତର ଆହତ

ବାରିପଦା: ଶନିବାର ବଡି ସକାଳୁ ଦୁର୍ଘଟଣା। ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ ଏହି…

ଶ୍ରୀମନ୍ଦିରରେ ନୀତି ବିଭ୍ରାଟ, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ନୀଳଚକ୍ରରେ ଲାଗିହେଲା ପତିତପାବନ ବାନା

ପୁରୀ: ଏପଟେ ମହାପ୍ରଭୁ ଶ୍ରୀମନ୍ଦିର ଛାଡି ଜନ୍ମବେଦୀକୁ ଯାଇଥିବା ବେଳେ ସେପଟେ ଶ୍ରୀମନ୍ଦିରରୁ ଆସିଛି ନିତି ବିଭ୍ରାଟ ଘଟଣା । ପ୍ରତିଦିନ ସଂଧ୍ୟାରେ ନୀଳଚକ୍ରରେ ଲାଗିଥାଏ ପତିତପାବନ ବାନା । କିନ୍ତୁ ଆଜି ଦଇତା-ଚୁନରା ସେବକଙ୍କ ମଧ୍ୟରେ ବିବାଦ ଯୋଗୁଁ ଶ୍ରୀମନ୍ଦିରରେ ଲାଗିପାରିନଥିଲା…

ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଏଣିକି ପ୍ରତିବର୍ଷ ଜୁନ ୨୫କୁ ଦେଶରେ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ। ଏନେଇ ବିଧିବଦ୍ଧ ଭାବେ ନୋଟିଫିକେସନ୍ ଜାରି କରାଯାଇଛି । ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧି ଦେଶରେ ଏମର୍ଜେନ୍ସି ଲାଗୁ କରିଥିଲେ । ତେଣୁ ଏହି ଦିନକୁ ସମ୍ବିଧାନ ହତ୍ୟା ଦିବସ…

କରୋନା ପଜିଟିଭ ଖିଲାଡି ଷ୍ଟାର

ମୁମ୍ବାଇ: ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କ ନୂତନ ଫିଲ୍ମ ସରଫେରା ରିଲିଜ ପୂର୍ବରୁ ସାମ୍ନାକୁ ଆସିଛି ଦୁଃଖଦ ଖବର । କରୋନାରେ ଆକ୍ରାନ୍ତ ହୋଇଛନ୍ତି କିଲାଡି ଷ୍ଟାର୍ ଅକ୍ଷୟ କୁମାର । ଦୁଇଦିନ ହେବ ସେ ଅସୁସ୍ଥ ଥିଲେ, ଆଜି କୋଭିଡ୍ ଟେଷ୍ଟ କରିବା ପରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଛି । ଏହି…